Browsing Tag

cm naveen pattnaik

ସରକାରୀ କର୍ମଚାରୀ ପାଇଁ ଖୁସିଖବର: ବଢିଲା ଗୃହ ନିର୍ମାଣ ସହାୟତା ରାଶି

ଭୁବନେଶ୍ୱର: ସରକାରୀ କର୍ମଚାରୀ ମାନଙ୍କ ପାଇଁ ବୃଦ୍ଧି ହେଲା ଗୃହ ନିର୍ମାଣ ଋଣ ସହାୟତା ପରିମାଣ । ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେହିଭଳି…
Read More...

୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ଓଡିଆ ସେନା ଆଶାୟୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ । ଇଣ୍ଡିଆ ରିଜର୍ଭ ବାଟାଲିଅନରେ ଭର୍ତ୍ତି ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୬୬୩ ପଦବୀକୁ ମିଳିଛି ମଞ୍ଜୁରୀ । ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ…
Read More...

ରୋମରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ

ଭୁବନେଶ୍ୱର : ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ରୋମ ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ପିଆଜା ଗାନ୍ଧୀସ୍ଥିତ ମହାତ୍ମା ଗାନ୍ଧୀ ମେମୋରିଆଲରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ ପୂର୍ବକ…
Read More...

ଥୋମାସ କପ୍ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଖେଳାଳିଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଥୋମାସ କପ୍ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ।ଏହି ଟିମର ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ଥୋମାସ୍ କପ୍ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳୀଙ୍କୁ ୧୦ ଲକ୍ଷ…
Read More...

୪୯୦ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୫-ଟି ଅନ୍ତର୍ଗତ ୪୯୦ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ମାଧ୍ୟମରେ ଲୋକାର୍ପଣ କରିଛନ୍ତି । ଏଥିରେ କେନ୍ଦ୍ରାପଡା ଜିଲ୍ଲାର ୯୫ଟି ସ୍କୁଲ ରହିଥିବାବେଳେ କଟକ ଜିଲ୍ଲାର ୧୩୫ଟି ସ୍କୁଲ ରହିଛି । ସେହିପରି କଳାହାଣ୍ଡିରେ ୧୦୦ ରହିଥିବା ବେଳେ ଝାରସୁଗୁଡାରେ ୭୦ ସ୍କୁଲ…
Read More...

ଦାୟିତ୍ୱ ଗ୍ରହଣ ପରେ ଆକ୍ସନ ମୋଡ଼ରେ ନବୀନଙ୍କ ନୂଆ ଟିମ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନୂଆ ଟିମର ଶପଥ ପାଠ ପରେ ଆଜି ନୂଆ ମନ୍ତ୍ରୀମାନେ ଦାୟିତ୍ବ ଗ୍ରହଣ କରିଛନ୍ତି ।ତେବେ ନବୀନଙ୍କ ନୂଆ ଟିମରେ ଥିବା କିଛି ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ କିଛି ମନ୍ତ୍ରୀ ନିଜ ବିଭାଗରେ ସମୀକ୍ଷା…
Read More...

ନବୀନଙ୍କ ଜିରୋ ଟଲରାନ୍ସ ନୀତି: ବିଶୃଙ୍ଖଳିତ ମନ୍ତ୍ରୀଙ୍କ ହେଲା ମସ୍ତକ ଛେଦନ

ଭୁବନେଶ୍ୱର: ଜଣେ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତୀର ପ୍ରତୀକ କୁହାଯାଉଥିବା ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ ପଶାଖେଳ ବେଶ ଚମକ୍ରାର । ବିଜୁ ଜନତା ଦଳ (ବିଜେଡି) ଦଳରେ ଅନ୍ୟାୟ, ଦୁର୍ନୀତି ଓ ଅପରାଧର କୌଣସି ଚିହ୍ନ ରହିବ ନାହିଁ । ସିଏ ମନ୍ତ୍ରୀ, ବିଧାୟକ ବା ସରକାରୀ…
Read More...

ଯାଜପୁର ଜିଲ୍ଲାରୁ ସର୍ବାଧିକ ୨ ମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂତନ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିଥିବା ବେଳେ ସେମାନଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି । ତେବେ ଏହି ନୂଆ ମନ୍ତ୍ରୀମଣ୍ଡଳରେ ଯାଜପୁର ଜିଲ୍ଲାର ସର୍ବାଧିକ ୨ଜଣ ମନ୍ତ୍ରୀ ହେବାର ସ୍ୱଭାଗ୍ୟ ଅର୍ଜନ କରିଛନ୍ତି । ସେମାନଙ୍କ ମଧ୍ୟରେ ସୁକିନ୍ଦାରୁ…
Read More...

ଶପଥ ନେଲେ ଉଷା ଦେବୀ: ମିଳିଲା ଗୃହ ନଗର ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ଏଥର ମଧ୍ୟ ମନ୍ତ୍ରୀ ହୋଇଛନ୍ତି ଓ ପୂର୍ବ…
Read More...

ଟୁକୁନି ସାହୁଙ୍କୁ ମିଳିଲା ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ବିଭାଗର ଦାୟିତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ଏଥର ମଧ୍ୟ ମନ୍ତ୍ରୀ ହୋଇଛନ୍ତି ଓ ପୂର୍ବ…
Read More...