Browsing Tag

cm naveen pattnaik

ନବୀନଙ୍କ ଟିମରେ ମହିଳାଙ୍କୁ ସୁଯୋଗ: ରିତା ସାହୁଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ଏଥର ମଧ୍ୟ ମନ୍ତ୍ରୀ ହୋଇଛନ୍ତି ଓ ପୂର୍ବ…
Read More...

ପ୍ରମିଳା ମଲ୍ଳିକଙ୍କୁ ମିଳିଲା ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଭାବେ ଦାୟିତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ଏଥର ମଧ୍ୟ ମନ୍ତ୍ରୀ ହୋଇଛନ୍ତି ଓ ପୂର୍ବ…
Read More...

ବିଳମ୍ବ ହେଲେ ବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁଦୃଷ୍ଟିରେ ପ୍ରୀତିରଞ୍ଜନ

ଭୁବନେଶ୍ୱର: ଘରକୁ ଲକ୍ଷ୍ମୀ ଆସିବା ସାଙ୍ଗକୁ ମିଳିବ ମନ୍ତ୍ରି ମଣ୍ଡଳରେ ସୁଯୋଗ । ନିକଟରେ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ ଦୁଇଟି ଯମଜ ଝିଅର ବାପା ହୋଇଛନ୍ତି । ଆଉ ଘରକୁ ଲକ୍ଷ୍ମୀ ଆସିବା ପରେ ପରିବାରର ସମସ୍ତେ ଖୁସିରେ ଥିବା ସମୟରେ ଏବେ ବିଧାୟକଙ୍କୁ  ମିଳିଛି ନୂଆ ଖୁସି । ଆସନ୍ତା କାଲି…
Read More...

କାଲି ଶପଥ ନେବେ ନୂଆ ମନ୍ତ୍ରୀ: ୨୦ ଜଣ ମନ୍ତ୍ରୀଙ୍କୁ ମିଳିବ ନୂଆ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରିମଣ୍ଡଳର ହେବ ନବକଳେବର।ନବୀନଙ୍କ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଇଛନ୍ତି ସମସ୍ତ ମନ୍ତ୍ରୀ । ମନ୍ତ୍ରିମଣ୍ଡଳରେ ଥିବା ୨୦ ଜଣ ମନ୍ତ୍ରୀ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ସେପଟେ ଆସନ୍ତାକାଲି ୧୧.୪୫ରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ଉତ୍ସବ । ନୂତନ ମନ୍ତ୍ରୀ ମଣ୍ଡଳରେ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ ଅଭିନେତା ସୋନୁ ସୁଦ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ୍। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଅଭିନେତା ସୋନୁ ସୁଦ୍‌ଙ୍କ ଏହି ସୌଜନ୍ୟମୂଳକ ଭେଟ ହୋଇଛି ।ତେବେ ଏହି ଅବସରରେ ୫ଟି ସଚିବ ଭିକେ ପାଣ୍ଡିଆନ୍‌ ମଧ୍ୟ ଉପସ୍ଥିତ ଥିଲେ।…
Read More...

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

କଟକ: କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀ । ହଜାର ହଜାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସ ପୀଠ । ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦କୋଟି ଟଙ୍କା । ପୁଣି ଭକ୍ତଙ୍କ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର…
Read More...

ମା’ ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ: 5ଟି ରୂପାନ୍ତରଣରେ ଚମକିଲା ଶକ୍ତିପୀଠ

ଗଞ୍ଜାମ: ମା’ ତାରାତାରିଣୀ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ତାରାତାରିଣୀ ନୂଆ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ…
Read More...

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା, ନମ୍ବର ୱାନ ଷ୍ଟାର କ୍ୟାମ୍ପେନର ନବୀନ

ବ୍ରଜରାଜନଗର: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି । ଉପ-ନିର୍ବାଚନ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଛି। ଚଳିତ ବର୍ଷ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବେ ଉପ-ନିର୍ବାଚନ ପ୍ରଚାର । ଅନ୍ୟପକ୍ଷେ ୪୦ ଜଣିଆ ଷ୍ଟାର…
Read More...

ଓଡ଼ିଆ ପୁଅଙ୍କୁ ନୂଆ ଦାୟିତ୍ୱ: ଏସିଆ କପ୍ ହକି ପାଇଁ ବୀରେନ୍ଦ୍ର ଲାକ୍ରା ହେଲେ ଅଧିନାୟକ

ଭୁବନେଶ୍ୱର: ବୀରେନ୍ଦ୍ର ଲାକ୍ରାଙ୍କୁ ମିଳିଲା ନୂଆ ଦାୟିତ୍ୱ । ଆସନ୍ତା ୨୩ ତାରିଖରୁ ଏସିଆ କପ୍‌ ଇଣ୍ଡୋନେସିଆରେ ଆରମ୍ଭ ହେବାକୁ ଯାଉଛି । ଏସିଆ କପ ପାଇଁ ଦଳ ଘୋଷଣା ହୋଇସାରିଥିବା ବେଳେ ଦଳର ଅଧିନାୟକ ଭାବେ ଦାୟିତ୍ୱ ଭାରତୀୟ ହକି ଦଳର ଖେଳାଳି ରୁପିନ୍ଦର ପାଲ ସିଂହଙ୍କୁ ଦିଆଯାଇଥିଲା ।…
Read More...

ଓୟୁଟିଆରର ହେବ ନବକଳେବର: ମାଷ୍ଟର ପ୍ଲାନକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ଓଡିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟର ହେବ ନବକଳେବର । ମାଷ୍ଟର ପ୍ଲାନକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି । ବୈଷୟିକ ଶିକ୍ଷା କ୍ଷେତ୍ରରେ ରୂପାନ୍ତର ଆସିବ । ତିନି ବର୍ଷରେ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ…
Read More...