Browsing Tag

cm naveen pattnaik

୧୦ ଲକ୍ଷ ବଢ଼ିଲା ସହିଦ ସହାୟତା ରାଶି, ସହାୟତା ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବୃଦ୍ଧି ହୋଇଛି ସହିଦଙ୍କ ପରିବାରକୁ ମିଳୁଥିବା ଅନୁକମ୍ପା ରାଶି । ୫ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସହାୟତା ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଯୁଦ୍ଧ, ଆତଙ୍କୀ ଓ ଉଗ୍ରବାଦର ମୁକାବିଲା ବେଳେ ସହିଦ…
Read More...

ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର। ଲୋକଙ୍କ ସାଥିରେ ରୁହ, ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର। ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି…
Read More...

ଗୁରୁମନ୍ତ୍ର ଦେବେ ନବୀନ: ୩ ଦିନ ଧରିଚାଲିବ ପର୍ଯ୍ୟବେକ୍ଷକ ବୈଠକ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜେଡିର ଜୋରଦାର ପ୍ରସ୍ତୁତି । ବିଜେଡି ସଂଗଠନରେ ହେବ ବଡ ପରିବର୍ତନ । ବଦଳିବେ ପର୍ଯ୍ୟବେକ୍ଷକ, ବଦଳିବେ ଜିଲ୍ଲା ସଭାପତି । ଆଜିଠୁ ନବୀନ ନିବାସରେ ପର୍ଯ୍ୟବେକ୍ଷକ ସହ ସିଧାସଳଖ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ…
Read More...

ପୁରୁଷ ହକି ବିଶ୍ୱକପ୍ ପାଇଁ ଆଜି ଲୋଗୋ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କ୍ରୀଡ଼ା କ୍ଷେତ୍ରରେ ରାଜ୍ୟର ବଡ଼ ସଫଳତା । ବିଶ୍ଵକପ ପାଇଁ ଆଜି ହେବ ଲୋଗୋ ଉନ୍ମୋଚନ । ଆସନ୍ତା ବର୍ଷ ଭୁବନେଶ୍ୱର ଏବଂ ରାଉରକେଲାରେ ଖେଳାଯିବାକୁ ଥିବା ବିଶ୍ୱକପ୍ ପୁରୁଷ ହକି ଟୁର୍ଣ୍ଣାମେଣ୍ଟର ଲୋଗୋ ଆଜି ଉନ୍ମୋଚିତ ହେବାକୁ ଯାଉଛି ।ଆଜି ସଂଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ…
Read More...

ଉକ୍ତଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି: ହିତାଧିକାରୀଙ୍କୁ ମିଳିବ ଆଉ ୬ ମାସ ମାଗଣା ଚାଉଳ

ଭୁବନେଶ୍ୱର: ଉକ୍ତଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । ରାଜ୍ୟରେ ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ । ଏହା ଫଳରେ ଉପକୃତ ହେବେ ରାଜ୍ୟର ୮.୦୯ ଲକ୍ଷ ପରିବାର । ଏ ବାବଦରେ ୯୧.୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ । ହିତାଧିକାରୀଙ୍କୁ…
Read More...

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୧୯୩୬ ଏପ୍ରିଲ ୧  ଓଡିଶା ପାଇଁ ଅବିସ୍ମରଣୀୟ ଆଜିର ଦିନ । ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା ।ରାଜ୍ୟ ପାଇଥିଲା ସ୍ୱତନ୍ତ୍ର ପରିଚୟ । ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ଉତ୍କଳ…
Read More...

ସଂସଦ ଭବନରେ ମୁଖ୍ୟମନ୍ତ୍ରୀ : ଦଳୀୟ ସାଂସଦଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ନୂଆଦିଲ୍ଲୀ: ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଆଜି ସଂସଦ ଭବନରେ ମୁଖ୍ୟମନ୍ତ୍ରୀ ଦଳୀୟ ସାଂସଦ ମାନଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ସଂସଦ ଭବନରେ ପହଞ୍ଚିବା ପରେ ବିଜୁ ଜନତା ଦଳର ସାଂସଦମାନେ…
Read More...

ସରକାରୀ ଚାକିରିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମିଳିବ ସପ୍ତମ ବେତନ କମିଶନର ଶେଷ ବକେୟା ଅର୍ଥ

ଭୁବନେଶ୍ବର: ସରକାରୀ ଚାକିରିଆଙ୍କ ପାଇଁ ମୁଖ୍ୟମନ୍ତୀଙ୍କ ବଡ଼ ଘୋଷଣା । ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ପ୍ରକାଶ…
Read More...

ଆନ୍ତର୍ଜାତିକ ସୁଟର ଶ୍ରୀୟଙ୍କା ଓ ପାରା ଆଥଲେଟ ଜୟନ୍ତୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇ ଓଡିଆ ଆନ୍ତର୍ଜାତିକ କ୍ରୀଡା ପ୍ରତିଯୋଗୀ ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ନବୀନ ନିବାସ ଠାରେ ସମ୍ବର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଦୁଇ ବାଳିକା କ୍ରୀଡାବିତଙ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚ…
Read More...

୩ ମେୟର ପ୍ରାର୍ଥୀଙ୍କ ସମେତ ଭୋଟ ଦେଲେ ହେଭିୱେଟ ନେତା ମନ୍ତ୍ରୀ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଚାଲିଛି ମତଦାନ ପ୍ରକ୍ରିୟା । ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟିଂ । ଏନଏସି, ପୌର ଏବଂ ମହାନଗର ନିଗମକୁ ମିଶାଇ ୧୭ ଶହ ୩୭ ୱାର୍ଡରେ ଚାଲିଛି ନିର୍ବାଚନ । ୪ ହଜାର ୩୭୩ ବୁଥରେ ମୋଟ ୪୦ ଲକ୍ଷରୁ ଅଧିକ ଭୋଟର ନିଜର ମତଦାନ ସାବ୍ୟସ୍ତ କରିବେ ।ତେବେ ଏହି…
Read More...