Browsing Tag

CM

ମୁଖ୍ୟମନ୍ତ୍ରୀଙ୍କ ‘ଏକ ପଞ୍ଚାୟତ, ଏକ ଉତ୍ପାଦ’ କୁ ପ୍ରୋତ୍ସାହନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତକାଲିଠୁ ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଯାଇ ଜିଲ୍ଲାର ଅନେକ ଉନ୍ନୟନମୂଳକ କାର୍ୟ୍ୟର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ…
Read More...

ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ। ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ…
Read More...

ସିସୋଦିଆଙ୍କୁ ମନେ ପକାଇ ଭାବବିହ୍ୱଳ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ଦରିୟାପୁର ଗାଁରେ ବୁଧବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍କୁଲ ଅଫ୍ ଏକ୍ସିଲେନ୍ସ ଉଦ୍ଘାଟନ କରିଛନ୍ତି। ଏହି ସମୟରେ ଏମିତି ଏକ କ୍ଷଣ ଆସିଥିଲା, ଯେତେବେଳେ ସେ ମଞ୍ଚ ଉପରେ ମନୀଷ ସିସୋଦିଆଙ୍କ ନାଁ ନେଇ କାନ୍ଦି ପକାଇଥିଲେ। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଯେତେବେଳେ…
Read More...

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତକଙ୍କ ପରିବାରରୁ ଜଣକୁ ଚାକିରୀ

ବାହାନଗା ମର୍ମନ୍ତୁଦ ଟ୍ରେନ୍ ଦୁର୍ଗଟଣାରେ ପଶ୍ଚିମବଙ୍ଗର ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ତେବେ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ପୀଡ଼ିତମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ମମତା ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ଦେବା ବିଷୟରେ…
Read More...

ଓଡ଼ିଶା ହେବ ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ ର ଆୟୋଜକ

ଭୁବନେଶ୍ୱର: ଚଳିତ ବର୍ଷ ଜୁନ ମାସ ୯ ତାରିଖରୁ ୧୮ ତାରିଖ ପର୍ୟ୍ୟନ୍ତ ଓଡିଶାରେ ଆୟୋଜିତ ହେବାକୁ ଯାଉଛି ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ । ଏହାର ପ୍ରଥମ ଟିକେଟ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ବ ଭାରତୀୟ ଫୁଟବଲ ମହାସଂଘର ସାଧାରଣ ସମ୍ପାଦକ ଡ. ସଜି ପ୍ରଭାକରନ ଏବଂ ଭାରତୀୟ…
Read More...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଦରମୈୟା

କର୍ଣ୍ଣାଟକର ମୁଖ୍ୟମନ୍ତୀ ଭାବେ ଶପଥ ନେଇଛନ୍ତି ସିଦ୍ଦରମୈୟା । ସିଦ୍ଦରମୈୟାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଡିକେ ଶିବ କୁମାର । ଶପଥ ଗ୍ରହଣ ସମାରୋହରେ ପ୍ରୀୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସମେତ ମଲ୍ଲିକାର୍ଜୁନ ଖଡ଼ଗେ ମଧ୍ୟ ଉପସ୍ଥିତ ଥିଲେ । କ୍ୟାବିନେଟ ମନ୍ତ୍ରୀ ଓ…
Read More...

କଂଗ୍ରେସ ହାଇକମାଣ୍ଡଙ୍କ ବଡ଼ ନିଷ୍ପତ୍ତି; ସିଦ୍ଧରମୈୟା ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ: କର୍ଣ୍ଣାଟକ ସସପେନ୍ସର ଅନ୍ତ ଘଟିଛି । ଗତ ଚାରିଦିନ ଧରି ମୁଖ୍ୟମନ୍ତ୍ରୀ ପଦ ପାଇଁ ଚାଲିଥିବା ଲଗାତାର ଆଲୋଚନା ଓ ସମୀକ୍ଷା ପରେ କଂଗ୍ରେସ ହାଇକମାଣ୍ଡ ବଡ଼ ଫଇସଲା ନେଇଛନ୍ତି । କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ହେଉଥିବା ବେଳେ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ହେବେ ।…
Read More...

୩୦ ମିଲିୟନ ଟନ୍ ଷ୍ଟିଲ ପ୍ଲାଣ୍ଟ କରିବ ନିପ୍ପନ, ଭିଡିଓ ପୋଷ୍ଟ କରି ଖୁସି ଜାହିର କରିଛନ୍ତି ମଖ୍ୟମନ୍ତ୍ରୀ

ଟୋକିଓ: ନିପ୍ପନ ଷ୍ଟିଲର ନିବେଶର ଦ୍ବାରା ରାଜ୍ୟରେ ଅର୍ଥନୀତି ସହ ରୋଜଗାର ସୁଯୋଗ ସୃଷ୍ଟି ହେବ । ୩୦ ମିଲିୟନ ଟନ୍ ଷ୍ଟିଲ ପ୍ଲାଣ୍ଟ କରିବ ନିପ୍ପନ । ଜାପାନରୁ ଛୁଟିବ ନିବେଶର ସୁଅ । ବିଶ୍ଵର ବୃହତମ ଷ୍ଟିଲ ପ୍ଳାଣ୍ଟ ମଧ୍ୟରୁ ଗୋଟିଏ,ପ୍ଳାଣ୍ଟ ଦ୍ଵାରା କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ,…
Read More...

ଡାକୋଟା ବିମାନକୁ ପୁଷ୍ପାଞ୍ଜଳି ଦେଇ ସ୍ବାଗତ : ଏହି ବିମାନରେ ବିଜୁ ବାବୁ ତାଙ୍କ ସାହସିକତାର ଶ୍ରେଷ୍ଠତ୍ଵ ପ୍ରତିପାଦନ…

ଭୁବନେଶ୍ୱର: ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦର ଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ବାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଜୁ ବାବୁଙ୍କ ଐତିହାସିକ…
Read More...

୧୮ଶ ମୁଖ୍ୟମନ୍ତ୍ରୀ ଭାବେ ସପଥ ନେଲେ ଭୂପେନ୍ଦ୍ର ପଟେଲ

ଗାନ୍ଧୀନଗର: ଗୁଜରାଟର ୧୮ଶ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲ୍ ଆଜି ଅପରାହ୍ଣରେ ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଆଚାର୍ୟ୍ୟ ଦେବବ୍ରତ । ଏହା ହେଉଛି ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲଙ୍କ ଦ୍ବିତୀୟ ଥର । ଚଳିତ ବର୍ଷ…
Read More...