Browsing Tag

CM

ଇନଫୋସିସ୍ BPM ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଇନଫୋସିସ୍ BPM ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଇନଫୋସିସର ସମ୍ପୂର୍ଣ୍ଣ ମାଲିକାନାରେ ଥିବା ସହାୟକ କମ୍ପାନୀ। ଏହି ଶାଖା କମ୍ପାନୀ ଆରମ୍ଭ କରି କଳା ଭିତ୍ତିଭୂମି ସ୍ଥିତି ସୁଦୃଢ କରିବ ଇନଫୋସିସ। ପ୍ରଥମ ପର୍ୟ୍ୟାୟରେ ୫ଶହ ଜଣଙ୍କୁ ନିଯୁକ୍ତି ଦିଆଯିବ।…
Read More...

ମିଶନ ଶକ୍ତି ସ୍କୁଟର ଯୋଜନାକୁ କ୍ୟାବିନେଟରେ ବଜିଲା ମୋହର

ଭୁବନେଶ୍ୱର: ୧୭ପ୍ରସ୍ତାବ ଉପରେ କ୍ୟାବିନେଟ ବାଜିଲା ମୋହର । ମିଶନ ଶକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଯୋଜନା । ମିଶନ ଶକ୍ତି ସ୍କୁଟର ଯୋଜନା କୁ କ୍ୟାବିନେଟରେ ବଜିଲା ମୋହର । ଏଥିରେ ସେମିକଣ୍ଡକ୍ଟ ଉତ୍ପାଦନ ଓ ଫାବଲେସ ନୀତିକୁ ମଞ୍ଜୁରୀ ଦିଅରଯାଇଛି । ସମବାୟ ମାର୍କେଟ ଫେଡେରେସନ ପାଇଁ…
Read More...

ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ପାଇଁ ନକ୍ସା ପ୍ରସ୍ତୁତ

ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଇ-ଲାଇବ୍ରେରୀ, ଆଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ ରୁମ…
Read More...

୯ବର୍ଷ ଶାସନରେ ଦେଶର ଆକାଶ-ପାତାଳ ବିକି ଦେଲେଣି ମୋଦୀ: କେଜ୍ରିୱାଲ

ବେଙ୍ଗାଲୁରୁ:   ବେଙ୍ଗାଲୁରୁଠାରେ ମଙ୍ଗଳବାର ଅନୁଷ୍ଠିତ ବିରୋଧୀ ଦଳ ବୈଠକକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ଏହି ବୈଠକ ପରେ ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସିଧାସଳଖ ଟାର୍ଗେଟ୍…
Read More...

ଇସ୍ତଫା ଦେବେନି ମଣିପୁର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଇସ୍ତଫା ନେଇ ଚର୍ଚ୍ଚା ଜୋର ଧରିଛି। ଶୁକ୍ରବାର (ଜୁନ୍ ୩୦), ବିରେନ ସିଂଙ୍କ ସମର୍ଥକମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଏବଂ ଇମ୍ଫାଲରେ ରାଜ୍ୟପାଳଙ୍କ ଘର ବାହାରେ ଏକାଠି ହୋଇଥିଲେ। ଏହି ସମୟରେ ସୋସିଆଲ…
Read More...

ମୁଖ୍ୟମନ୍ତ୍ରୀଙ୍କ ‘ଏକ ପଞ୍ଚାୟତ, ଏକ ଉତ୍ପାଦ’ କୁ ପ୍ରୋତ୍ସାହନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତକାଲିଠୁ ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଯାଇ ଜିଲ୍ଲାର ଅନେକ ଉନ୍ନୟନମୂଳକ କାର୍ୟ୍ୟର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ…
Read More...

ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ। ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ…
Read More...

ସିସୋଦିଆଙ୍କୁ ମନେ ପକାଇ ଭାବବିହ୍ୱଳ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ଦରିୟାପୁର ଗାଁରେ ବୁଧବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍କୁଲ ଅଫ୍ ଏକ୍ସିଲେନ୍ସ ଉଦ୍ଘାଟନ କରିଛନ୍ତି। ଏହି ସମୟରେ ଏମିତି ଏକ କ୍ଷଣ ଆସିଥିଲା, ଯେତେବେଳେ ସେ ମଞ୍ଚ ଉପରେ ମନୀଷ ସିସୋଦିଆଙ୍କ ନାଁ ନେଇ କାନ୍ଦି ପକାଇଥିଲେ। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଯେତେବେଳେ…
Read More...

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତକଙ୍କ ପରିବାରରୁ ଜଣକୁ ଚାକିରୀ

ବାହାନଗା ମର୍ମନ୍ତୁଦ ଟ୍ରେନ୍ ଦୁର୍ଗଟଣାରେ ପଶ୍ଚିମବଙ୍ଗର ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ତେବେ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ପୀଡ଼ିତମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ମମତା ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ଦେବା ବିଷୟରେ…
Read More...

ଓଡ଼ିଶା ହେବ ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ ର ଆୟୋଜକ

ଭୁବନେଶ୍ୱର: ଚଳିତ ବର୍ଷ ଜୁନ ମାସ ୯ ତାରିଖରୁ ୧୮ ତାରିଖ ପର୍ୟ୍ୟନ୍ତ ଓଡିଶାରେ ଆୟୋଜିତ ହେବାକୁ ଯାଉଛି ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ । ଏହାର ପ୍ରଥମ ଟିକେଟ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ବ ଭାରତୀୟ ଫୁଟବଲ ମହାସଂଘର ସାଧାରଣ ସମ୍ପାଦକ ଡ. ସଜି ପ୍ରଭାକରନ ଏବଂ ଭାରତୀୟ…
Read More...