Browsing Tag

cmo odisha

ଭୂସ୍ଖଳନରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ଡାଙ୍ଗେସି ଗ୍ରାମରେ ଘଟିଥିବା ଭୂସ୍ଖଳନ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି (CMRF) ରୁ ଜଣ ପିଛା ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Read More...

ରାଜ୍ୟର ବିକାଶମୂଳକ ଅଗ୍ରାଧିକାର ସମ୍ପର୍କରେ ଆଲୋଚନା କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ଗୁରୁବାର ଦିନ ଲୋକ ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ବିକାଶମୂଳକ ଅଗ୍ରାଧିକାର ତଥା ଚାଲୁ ରହିଥିବା ଓ ଆଗାମୀ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପଗୁଡ଼ିକ ଉପରେ ଆଲୋଚନା କରାଯାଇଥିଲା;…
Read More...

ଶିକ୍ଷା, କୁସଂସ୍କାର ଦୂରୀକରଣ, ମହିଳା ସଶକ୍ତିକରଣ ଏବଂ ବୈଦିକ ଶିକ୍ଷାର ପୁନରୁଦ୍ଧାର ଜରିଆରେ ସ୍ୱାମୀ ଦୟାନନ୍ଦ…

ଭୁବନେଶ୍ୱର: ଯେତେବେଳେ ଭାରତ ବିଦେଶୀ ଶାସନ ଅଧିନରେ ସଂଘର୍ଷ କରୁଥିଲା, ସେହି ସମୟରେ ୧୮୭୫ ମସିହାରେ ସ୍ୱାମୀ ଦୟାନନ୍ଦ ସରସ୍ୱତୀଙ୍କ ଦ୍ୱାରା ପ୍ରତିଷ୍ଠିତ ଆର୍ଯ୍ୟ ସମାଜ, ପରାଧୀନ ଭାରତ ବର୍ଷରେ ଅଜ୍ଞତାର ଅନ୍ଧକାର ଓ ଅସାମାନତା ମଧ୍ୟରେ ଆଲୋକର ସୂର୍ଯ୍ୟ ପରି ଉଦୟ ହୋଇଥିଲା ବୋଲି…
Read More...

ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ଭୁବନେଶ୍ୱର: ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଲୋକସେବା ଭବନ କନଭେନସନ ହଲ୍‌ରେ ଶୁଭାରମ୍ଭ ହେଲେ ‘ଓଡ଼ିଶା ଟେକ୍ସ ୨୦୨୫’। ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ…
Read More...

ଚାଷୀଙ୍କୁ ସହାୟତା ନେଇ ନିଷ୍ପତ୍ତି ନେବେ ସରକାର

ଅଦିନିଆ ବର୍ଷା ଜନିତ ଫସଲ ହାନିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ  ୪ ବିଭାଗର ମନ୍ତ୍ରୀ ଓ ଅଧିକାରୀ ଙ୍କୁ ନେଇ ଲୋକସେବା ଭବନରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ…
Read More...

ଯୋରନ୍ଦା ମହିମା ପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ ପାଇଁ ଭୂମିପୂଜନ , ଖର୍ଚ୍ଚ ହେବ ୧୧୨ କୋଟି

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ମହିମା ପୀଠ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାଠାରେ ଉପାସନା ପୀଠ ଓ ବତୀ ମଣ୍ଡପ ନିର୍ମାଣ, ଭବ୍ୟ ମହିମା ଗାଦି ଶୂନ୍ୟ ମଣ୍ଡପ ନିର୍ମାଣ ଏବଂ ମହିମା ଗାଦି ଚତୁପାର୍ଶ୍ୱ ଉନ୍ନତିକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି।…
Read More...

ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବୁଧବାରଠାରୁ ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ କାଳରେ ସେ ଏସିଆନ୍‌‌ ହାର୍ଟ ଇନ୍‌‌ଷ୍ଟିଚ୍ୟୁଟ୍‌‌ର ପ୍ରତିଷ୍ଠାତା ଡଃ ରମାକାନ୍ତ ପଣ୍ଡାଙ୍କ ଦ୍ୱାରା ସ୍ଥାପିତ ‘ଏସିଆନ୍‌‌ ୱାଇଲ୍ଡ ଲାଇଫ୍‌‌ ଟ୍ରଷ୍ଟ’ ପକ୍ଷରୁ ଆୟୋଜିତ ଏକ…
Read More...

ବଲାଙ୍ଗୀରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ , ୨୯୬.୫୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପ ଦୁଇଟି ହେଉଛି – ସୁନଗଡ ନଦୀରେ ସିକୁଆଁ/ସିଲେଟକଣି…
Read More...

ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମିଲ ହେବ ଆଉ ୩୪୯ ନୂଆ ଆମ୍ବୁଲାନ୍ସ

ଭୁବନେଶ୍ୱର: ଓଡିଶା ସ୍ବାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ପାଇଁ ସର୍ବଦା ପ୍ରଚେଷ୍ଟାରତ ଅଛନ୍ତି ରାଜ୍ୟ ସରକାର। ସ୍ବାସ୍ଥ୍ୟ ସେବାରେ ପୁଣି ଯୋଡିହେବ ୩୪୯ ନୂଆ ୧୦୮ ଆମ୍ବୁଲାନ୍ସ। ଲୋକଙ୍କ ଆବଶ୍ୟକତାକୁ ଦେଖି ନୂଆ ଆମ୍ବୁଲାନ୍ସ ସାମିଲ କରିବାକୁ…
Read More...

ସଂସ୍କୃତି ଓ ଆଧୁନିକତାର ସମନ୍ଵୟ ହିଁ ବିକାଶର ଆଦର୍ଶ ମାର୍ଗ : ମୁଖ୍ୟମନ୍ତ୍ରୀ , ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ…

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ…
Read More...