Browsing Tag

cmo odisha

ଇନଫୋସିସ୍ BPM ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଇନଫୋସିସ୍ BPM ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଇନଫୋସିସର ସମ୍ପୂର୍ଣ୍ଣ ମାଲିକାନାରେ ଥିବା ସହାୟକ କମ୍ପାନୀ। ଏହି ଶାଖା କମ୍ପାନୀ ଆରମ୍ଭ କରି କଳା ଭିତ୍ତିଭୂମି ସ୍ଥିତି ସୁଦୃଢ କରିବ ଇନଫୋସିସ। ପ୍ରଥମ ପର୍ୟ୍ୟାୟରେ ୫ଶହ ଜଣଙ୍କୁ ନିଯୁକ୍ତି ଦିଆଯିବ।…
Read More...

୫T ସଚିବଙ୍କ ବଡ଼ ଘୋଷଣା : ବ୍ୟାଙ୍କ ନୁହେଁ, ଏଣିକି ନିଜ ପଞ୍ଚାୟତରେ ମିଳିବ ମଧୁବାବୁ ଭତ୍ତା

କଟକ: କଟକ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ ।ଆଠଗଡରେ ପହଞ୍ଚି ବିକାଶ କାର୍ଯ୍ୟର ସମିକ୍ଷା କରୁଛନ୍ତି ୫ଟି ସଚିବ । ଲୋକଙ୍କୁ ଭେଟି ଦରଖାସ୍ତ ଗ୍ରହଣ କରୁଛନ୍ତି ୫ଟି ସଚିବ । ଯେଉଁ ସବୁ ଦାବି ଅଛି ତାହା ଖୁବଶୀଘ୍ର ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ଚାଷୀଙ୍କ ସମସ୍ୟାର…
Read More...

ନୂଆ ରୂପ ପାଇବ ପଞ୍ଚଲିଙ୍ଗେଶ୍ୱର ମନ୍ଦିର, ଖର୍ଚ୍ଚ ହେବ ୧୫.୫୮ କୋଟି

ଭୁବନେଶ୍ୱର: ବାଲେଶ୍ୱର ପ୍ରସିଦ୍ଧ ଶୌବପୀଠ ପଞ୍ଚଲିଙ୍ଗେସ୍ୱର ମନ୍ଦିରର ଉନ୍ନତିକରଣ, ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ୟ୍ୟକରଣ କରାଯିବ। ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ରୂପାନ୍ତର। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।ସୂଚନାଯୋଗ୍ୟ ଯେ…
Read More...

ବଢ଼ିଲା ମଧୁବାବୁ ପେନସନ୍ ଯୋଜନାର ହିତାଧିକାରୀ, ୪ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ

ବଢ଼ିଲେ ମଧୁବାବୁ ପେନସନ୍ ଯୋଜନାରେ ହିତାଧିକାରୀ।ଆହୁରୀ ୪ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ପାଇବେ ମଧୁବାବୁ ପେନସନ୍ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି। ଏବେ ରାଜ୍ୟରେ ୨୮ ଲକ୍ଷ ୬୧ ହଜାର ହିତାଧିକାରୀ ଥିବା ବେଳେ ନୂଆ ହିତାଧିକାରୀ ମିଶିବା ପରେ ଏହି ସଂଖ୍ୟା…
Read More...

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି: ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ

ଭୁବନେଶ୍ୱର : ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ସାଇମୁନ୍ ୨୦୨୩’ ଉଦଘାଟିତ, ଯୋଗ ଦେଲେ ୧୦ ଦେଶର ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ଆୟେଜିତ ସାଇ ମଡେଲ ୟୁନାଇଟେଡ୍ ନେସନସ୍(ସାଇମୁନ୍)ର ଏକାଦଶତମ ସଂସ୍କରଣ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁକ୍ରବାର ଉଦଘାଟିତ ହୋଇଛି । ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ । ଅଭିଭାଷଣରେ କହିଥିଲେ ଯେ, ବିଶ୍ୱ…
Read More...

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ କୋଟି ଟଙ୍କାର ଲାଭାଂଶ ପ୍ରଦାନ

ଭୁବନେଶ୍ୱେର : ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ କୋଟି ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି ।  ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ, ପରିଚାଳନା ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ପ୍ରମୁଖ ଆଜି ମୁଖ୍ୟମନ୍ତ୍ରୀ…
Read More...

କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ ସହ ରାଜ୍ୟ ସରକାରଙ୍କ ଏମଓୟୁ

ଭୁବନେଶ୍ୱର: ଓଡ଼ିଶାରେ ପୁଞ୍ଜିନିବେଶ ଲକ୍ଷ୍ୟରେ ଆମେରିକା ଗସ୍ତରେ ଥିବା ରାଜ୍ୟ ସରକାରଙ୍କୁ ମିଳିଛି ସଫଳତା । ଆମେରିକା ସହ ଓଡ଼ିଶାର ସମ୍ପର୍କ ନିବିଡ ଲକ୍ଷ୍ୟରେ ଯାଇଥିବା ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଗସ୍ତ ସଫଳ ହେଇଛି । ଆମେରିକାର ବାରକେଲେ ସ୍ଥିତ ୟୁନିଭର୍ସିଟି ଅଫ୍ କାଲିଫର୍ଣ୍ଣିଆ ସହିତ…
Read More...

ଓଡ଼ିଶା ରାଜ୍ୟ ପାନୀୟ ଜଳ ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫କୋଟି ଟଙ୍କା

ଭୁବନେଶ୍ୱର: ଓଡିଶା ରାଜ୍ୟ ପାନୀୟ ନିଗମ ଲିମିଟେଡ (ଓଏସବିସିଏଲ) ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ରିଲି ପାଣ୍ଟିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଛି । ମୁଖ୍ୟ ଶାସନ ସଚିବ ପ୍ରାଦୀପ କୁମାର ଜେନା, ରାଜ୍ୟ ପର୍ଯ୍ୟଟନ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ…
Read More...

ପଶ୍ଚିମ ଓଡିଶାର ବିକାଶ ପାଇଁ , ୩୩ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା…
Read More...