କୁମ୍ବିଂ ଅପରେସନ୍ ବେଳେ ଜଙ୍ଗଲରୁ ଟିଫିନ୍ ବୋମା ଉଦ୍ଧାର, ବଡ଼ ଧରଣର ଅଘଟଣରୁ ଅଳ୍ପକେ ବର୍ତିଲେ ଯବାନ
ବାଲିଗୁଡା/ବନବାସୀ ପ୍ରଧାନ : କୁମ୍ବିଂ ଅପରେସନ ବେଳେ ବଡ଼ ଧରଣର ଅଘଟଣରୁ ଅଳ୍ପକେ ବର୍ତିଲେ ଯବାନ । ଯବାନଙ୍କୁ ଟାର୍ଗେଟ କରି ଘଞ୍ଚ ଜଙ୍ଗଲରେ ଲ୍ୟାଣ୍ଡ ମାଇନ୍ସ ଖଞ୍ଜିଥିଲେ ମାଓବାଦୀ । ଘଟଣାସ୍ଥଳରୁ ଦୁଇଟି ଟିଫିନ୍ ବୋମା ସହ ବହୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ମିଳିଥିବା ଜଣାପଡ଼ିଛି ।…
Read More...
Read More...