Browsing Tag

Comedian Raju Srivastava passes away

୪୨ଦିନର ସଂଘର୍ଷ ପରେ ରାଜୁ ଶ୍ରୀବାସ୍ତବଙ୍କ ପରଲୋକ

ଦିଲ୍ଲୀ : କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ପରଲୋକ | ୫୮ ବର୍ଷ ବୟସରେ ଆଖିବୁଜିଛନ୍ତି କମେଡିଆନ ରାଜୁ | ତାଙ୍କ ପରଲୋକ ନେଇ ସ୍ପଷ୍ଟ କରିଛନ୍ତି ପରିବାର | ଜିମରେ ୱାର୍କ ଆଉଟ ବେଳେ ହୃଦଘାତର ଶିକାର ହୋଇଥିଲେ ଏବଂ ୧୦ ଅଗଷ୍ଟରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା | ୪୨ଦିନ ଦିଲ୍ଲୀ…
Read More...