କିଛି କେନ୍ଦ୍ରୀୟ ନେତା ମୋ ସହ କଥା ହୋଇଛନ୍ତି: ମହମ୍ମଦ ମୋକିମ୍
ଭୁବନେଶ୍ଵର: କଂଗ୍ରେସର କେନ୍ଦ୍ରୀୟ ନେତା କଥା ହେବା ପରେ ମହମ୍ମଦ ମୋକିମଙ୍କ ପ୍ରତିକ୍ରିୟା । କିଛି କେନ୍ଦ୍ରୀୟ ନେତା ମୋ ସହ କଥା ହୋଇଛନ୍ତି । ମୁଁ ଯାହା ଚିଠିରେ ଲେଖିଥିଲି ସେ ବାବଦରେ ପଚାରି ବୁଝିଛନ୍ତି । ରାଜ୍ୟ କଂଗ୍ରେସର ସ୍ଥିତି ବାବଦରେ ମୋତେ ପଚାରିଛନ୍ତି । ମୋ ଚିଠିର ପ୍ରଭାବ ପଡିଛି…
Read More...
Read More...