Browsing Tag

Congress

ରାଜ୍ୟରେ ଭୋଟ ଚୋରୀ ହୋଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି

ଓଡ଼ିଶା ସମେତ ସମଗ୍ର ଦେଶର ବିଭିନ୍ନ ରାଜ୍ୟରେ ଭୋଟ ଚୋରୀ ହୋଇଛି। ଓଡ଼ିଶାରେ ୪୨ ଲକ୍ଷ ଭୋଟ ଚୋରୀ ହୋଇଛି। ସୁନ୍ଦରଗଡ଼ ଜିଲ୍ଲା ତଳସରା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କଣ୍ଟାମାଳ, କେନ୍ଦୁଝର ଜିଲ୍ଲାର ବିଭିନ୍ନ ବୁଥରେ ୨୦୨୪ ସାଧାରଣ ନିର୍ବାଚନରେ ଭୋଟର ଲିଷ୍ଟ ଠାରୁ ଅଧିକ ମତଦାନ ହୋଇଛି। ଏହା…
Read More...

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କଲେ ସ୍ୱତନ୍ତ୍ର କୋର୍ଟ

ନୂଆଦିଲ୍ଲୀ:- କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଆଶ୍ୱସ୍ତି ମିଳିଛି । ବୁଧବାର ଦିନ ଝାଡଖଣ୍ଡର ଚାଇବାସା ସ୍ଥିତ ଏମପି-ଏମଏଲଏ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହି ମାମଲା ୨୦୧୮ ମସିହାରେ କେନ୍ଦ୍ର…
Read More...

‘ଭାରତ ଯୋଡ ଯାତ୍ରା’ ବେଳେ ସେନାକୁ ନେଇ ମନ୍ତବ୍ୟ ପାଇଁ ଭର୍ତ୍ସନା କଲେ ମାନ୍ୟବର କୋର୍ଟ

ନୂଆଦିଲ୍ଲୀ:- ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା। ‘ଭାରତ ଯୋଡ ଯାତ୍ରା’ ବେଳେ ସେନାକୁ ନେଇ ମନ୍ତବ୍ୟ ପାଇଁ ଭର୍ତ୍ସନା କଲେ ମାନ୍ୟବର କୋର୍ଟ। ଯଦି ଆପଣ ପ୍ରକୃତ ଭାରତୀୟ ହୋଇଥିବେ, ଏଭଳି ମନ୍ତବ୍ୟ ଦିଅନ୍ତୁନି କହିଲେ ସୁପ୍ରିମକୋର୍ଟ। ସୂଚନା ଅନୁସାରେ, ୯…
Read More...

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କଂଗ୍ରେସ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ

ସୁବର୍ଣ୍ଣପୁର:- ସୁବର୍ଣ୍ଣପୁର ଜିଲ୍ଲା ବିନିକା ସିଦ୍ଧାର୍ଥ କଲେଜ ଛକ ଠାରେ ଭାରତୀୟ ଯୁବ ମୋର୍ଚ୍ଚା ସୁବର୍ଣ୍ଣପୁର ଜିଲ୍ଲା ପକ୍ଷରୁ କଂଗ୍ରେସ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଜଣେ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଛାତ୍ର କଂଗ୍ରେସ ରାଜ୍ୟ ସଭାପତି ଉଦିତ ପ୍ରଧାନଙ୍କୁ ପୁଲିସ ଗିରଫ…
Read More...

ଓଡିଶା ବନ୍ଦ ଆନ୍ଦୋଳନ ପାଇଁ ବିରୋଧୀ ଦଳକୁ ନୋଟିସ କଲେ ହାଇକୋର୍ଟ

କଟକ:- ଏଫ.ଏମ ଛାତ୍ରୀ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତରେ ସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ଏସଆଇଟି ତଦନ୍ତ ଆବଶ୍ୟକତା ନାହିଁ ବୋଲି କହିଲେ ହାଇକୋର୍ଟ । ଓଡିଶା ବନ୍ଦ ଆନ୍ଦୋଳନ ପାଇଁ ବିରୋଧୀ ଦଳକୁ ନୋଟିସ ଦିଆଯାଇଛି । ଏଫ.ଏମ ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟରେ ରାଜନୀତି…
Read More...

ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ

ଭୁବନେଶ୍ୱର:- ଦୁଷ୍କର୍ମ ଅଭିଯୋଗରେ ଗିରଫ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ପଦ ଓ ଦଳରୁ ନିଲମ୍ବନ କରାଯାଇଛି। ତାଙ୍କୁ ପଦରୁ ନିଲମ୍ବନ କରିଛନ୍ତି ଜାତୀୟ ଯୁବ କଂଗ୍ରେସ ସଭାପତି ବରୁଣ ଚୌଧୁରୀ। ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ ଉଦିତଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
Read More...

ଭୁବନେଶ୍ୱର ରେଳ ଷ୍ଟେସନରେ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଆନ୍ଦୋଳନକାରୀ-ସୁରକ୍ଷାକର୍ମୀ ମୁହାଁମୁହିଁ…

ଭୁବନେଶ୍ୱର-: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଛି । ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି । ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ । ଓଡିଶା ବନ୍ଦ ଡାକରା ରାଜ୍ୟରେ ବିଭିନ୍ନ…
Read More...

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ଵର: ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ । ବାଲେଶ୍ୱର ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା । ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ନେତା ଓ କର୍ମୀ । ଏଫ୍‌ଏମ୍‌ କଲେଜ ଛାତ୍ରୀ…
Read More...

କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ୱର ଘଟଣାରେ ନ୍ୟାୟ ଦାବି କରିବ

ବାଲେଶ୍ୱର-: ବାଲେଶ୍ୱର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି । ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି । କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର ଓଡ଼ିଶା ବନ୍ଦ କରୁଥିବାବେଳେ…
Read More...

ଓଡିଶା ବନ୍ଦ ବେଳେ କଂଗ୍ରେସ ଉପରେ ନଜର ରଖିବ AI କ୍ୟାମେରା

ଭୁବନେଶ୍ଵର: କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା । ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ AI କ୍ୟାମେରା ଓ ଡ୍ରୋନ୍‌ । ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ଚେତାବନୀ ଦେଲେ ପୋଲିସ କମିଶନର । ଲୋକସେବା ଭବନ, ବିଧାନସଭା, ରାଜୀବ…
Read More...