ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ଛାତ୍ରୀଙ୍କ ବାପାଙ୍କ ସହ କଥା ହେଲେ ରାହୁଲ ଗାନ୍ଧି
ବାଲେଶ୍ଵର: ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ଶୋକ ପ୍ରକାଶ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ଆଜି ସକାଳୁ ସକାଳୁ ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି ବିରୋଧି ନେତା ରାହୁଲ ଗାନ୍ଧି । ହ୍ବାଟ୍ସ ଆପ୍ରେ…
Read More...
Read More...