ଦଇତାପତି ସେବାୟତଙ୍କର ହେବ କରୋନା ପରୀକ୍ଷା
(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ମହାମାରୀ କରୋନା ପାଇଁ ଚଳିତ ବର୍ଷ ଶ୍ରୀଜୀଉଙ୍କ ସ୍ନାନ ଯାତ୍ରା କମ୍ ଦଇତାପତି ସେବାୟତରେ ସମ୍ପନ୍ନ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି । ଏଣୁ ଚଳିତ ବର୍ଷ ମହାପ୍ରଭୁଙ୍କ ସ୍ନାନଯାତ୍ରା ବେଳେ ପହଣ୍ଡି ପାଇଁ ୧୫୦ ଜଣ ଦଇତାପତି ସେବାୟତ ରହିବେ।…
Read More...
Read More...