ନୂଆଦିଲ୍ଲୀରେ ୪୫ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ କୋରୋନା
(ରିପୋଟର୍ସ ଟୁଡେ/ନୂଆଦିଲ୍ଲୀ): ଦେଶରେ କୋରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଏହା ସହ ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଲକ୍ଷ୍ମୀ ନଗରରେ ଥିବା କ୍ୟାଟ୍ସ ଆମ୍ବୁଲାନ୍ସ ୧୦୨ର ୪୫ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା…
Read More...
Read More...