Browsing Tag

COVID-19

ଆଜି ବି ୫ ଶହ ପାର

ଭୁବନେଶ୍ୱର : ଆଜି ବି ରାଜ୍ୟରେ କରୋନା ସଂକ୍ରମଣ ୫ ଶହ ପାର । ୨୪ ଘଣ୍ଟାରେ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ କ୍ୱାରେଣ୍ଟିନରୁ ୩୩୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ୍‌ କେସ୍‌ ୨୩୯ ରହିଛି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୯ ଜଣ ଆକ୍ରାନ୍ତ…
Read More...

ରେଡ ଜୋନରେ ରାଜ୍ୟର ୩ ପ୍ରମୁଖ ସହର

ଭୁବନେଶ୍ବର: ପୁଣି ଧୀରେ ଧୀରେ ନିଜ କାୟା ବିସ୍ତାର କରିବାରେ ଲାଗିଲାଣି କରୋନା ମହାମାରୀ । ଏବେ କୋଭିଡି ରେଡ୍ ଜୋନରେ ରାଜ୍ୟର ତିନି ପ୍ରମୁଖ ସହର। ରାଜଧାନୀ ଭୁବନେଶ୍ବର ପୁରୀ ଓ କଟକ ଜିଲ୍ଲା ରେଡ୍ ଜୋନରେ ସାମିଲ ହୋଇଛି। ରାଜ୍ୟ ସରକାରଙ୍କ ପ୍ରଦତ୍ତ ସୂଚନା ଅନୁଯାୟୀ ରାଜଧାନୀ…
Read More...

ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ଚାଲିଛି । ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦୦ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୨୨ ଜିଲ୍ଲାରୁ ୫୧୨ଟି କୋଭିଡ୍ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୩୦୦ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୨୧୨ଟି ମାମଲା…
Read More...

ରାଜ୍ୟରେ ଆଜି ୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ପୁଣି ବଢ଼ିବାରେ ଲାଗିଛି । ଏହାରିମଧ୍ୟରେ ଆଜି ୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ…
Read More...

୧୦ଟି ରାଜ୍ୟରେ ନୂଆ ଭାରିଆଣ୍ଟ ବିଏ.୨.୭୫ ଠାବ

(ଦିଲ୍ଲୀ)  : ଦେଶରେ କରୋନା ମହାମାରୀ ପୁଣି ଘନେଇବା ଆରମ୍ଭ କଲାଣି । ଯାହାକୁ ନେଇ ଚିନ୍ତା ଆରମ୍ଭ ହୋଇଯାଇଛି । ଏହାରି  ମଧ୍ୟରେ ଭାରତର ୧୦ଟି ରାଜ୍ୟରେ ଓମାଇକ୍ରନ୍‌ର ଏକ ନୂଆ ଭାରିଆଣ୍ଟ ବିଏ.୨.୭୫ ଠାବ ହୋଇଥିବା ଜଣେ ବିଶେଷଜ୍ଞ ଦାବି କରିଛନ୍ତି । କିନ୍ତୁ ଏ ବାବଦରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…
Read More...

ଗତ ୨୪ ଘଣ୍ଟାରେ ରାଜ୍ୟରୁ  ୨୪୫ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଲଗାତାର ଭାବେ  ହୁ ହୁ ହୋଇ ବଢୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ  ୨୪୫ କରୋନା ସଂକ୍ରମିତ ଚିହ୍ନଟ  ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ…
Read More...

 ୭ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) :   ଆସନ୍ତା ୨୪ ଘଣ୍ଟା ଭିତରେ ସୃଷ୍ଟି ହେବ ଲଘୁଚାପ  । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ । ତେବେ ଆସନ୍ତା ୭ ତାରିଖରୁ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ସୋଆ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ୫ରୁ ୭ ତାରିଖ ଯାଏ ଉତ୍ତର ଓ ଦକ୍ଷିଣ…
Read More...

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୩୧ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮…
Read More...

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦୪ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି କରୋନା ସଂକ୍ରମଣ । ନିୟମ ମାନୁନଥିବାରୁ ଦୈନିକ ସଂକ୍ରମଣ ବଢ଼ିଚାଲିଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରଥଯାତ୍ରା ଯୋଗୁ ଆଗକୁ ବି ପୁଣି ରାଜ୍ୟରେ ଦୈନିକ ସଂକ୍ରମଣ ବଢ଼ିବ ବୋଲି…
Read More...

“ଥଣ୍ଡା, କାଶ କିମ୍ଵା ଜ୍ଵର ଥିଲେ ପୁରୀ ଆସନ୍ତୁ ନାହିଁ” : ସ୍ଵାସ୍ଥ୍ୟମନ୍ତ୍ରୀ

(ଭୁବନେଶ୍ୱର) : ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା । ପୁରୀରେ ଶ୍ରଦ୍ଧାଳୁ ଓ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସ୍ଵତନ୍ତ୍ର ବ୍ୟବସ୍ଥା କରିଛି ସ୍ଵାସ୍ଥ୍ୟ ବିଭାଗ। ଏନେଇ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ କହିଛନ୍ତି ଯେ, ରଥଯାତ୍ରା ବେଳେ ଯେପରି ଭାବରେ କେହି ବିନା…
Read More...