ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୫୫ କରୋନା ସଂକ୍ରମିତ ଚିହ୍ନଟ
(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଦୈନିକ କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୫୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୭୫୭ ଜଣକୁ…
Read More...
Read More...