ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି । ଯାହା ୨ ଶହ ତଳେ ରହିଛି। ଗତକାଲି ୨୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା…
Read More...
Read More...