ଆଜି ୨୮୯ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ଆଜି ବି ଦୈନିକ କରୋନା ସଂକ୍ରମଣ ତଳମୁହାଁ ରହିଛି । ଆଜି ୨୮୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୪ ଜଣ ୧୮ ବର୍ଷରୁ କମ୍…
Read More...
Read More...