Browsing Tag

covid

ଦେଶରେ ପୁଣି କାୟା ବିସ୍ତାର କରୁଛି କରୋନା

ଭୁବନେଶ୍ୱର: ଦେଶରେ ପୁଣି ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନ।। କରୋନା ଭାରତରେ ତାର କାୟା ବିସ୍ତାର କରିବାରେ ଲାଗିଛି । କୋଭିଡ ଜନିତ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨୦ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ…
Read More...

ଆଜି ପୁଣି ୭୯ ପଜିଟିଭ ଚିହ୍ନଟ

(ରିିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ୭୯ କରୋନା ପଜିଟିଭ ଚିହ୍ନଟ । ଏହାକୁ ମିଶାଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ ଛୁଇଁଛି । ଚିହ୍ନଟ ହୋଇଥିବା ୭୯ ଜଣଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ ସେଣ୍ଟର ଓ ୮ ଜଣ ସ୍ଥାନୀୟ ବ୍ୟକ୍ତି ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
Read More...