ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଟ୍ୱିନସିଟିରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଏସଆରସି
ଭୁବନେଶ୍ୱର: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଟ୍ୱିନସିଟି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଏସଆରସି । ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଜିଲ୍ଲାପାଳ ମାନଙ୍କୁ ହେଡକ୍ୱାଟର…
Read More...
Read More...