ଅକ୍ଟୋବରରୁ ଆରମ୍ଭ ହେବ ଡେବିଟ୍, କ୍ରେଡିଟ୍ କାର୍ଡ ପୋର୍ଟେବିଲିଟି ସୁବିଧା: ରିଜର୍ଭ ବ୍ୟାଙ୍କ
ମୁମ୍ବାଇ: ମୋବାଇଲ୍ ଫୋନ୍ ବ୍ୟବହାରକାରୀମାନେ ଯେଭଳି ନିଜ ନମ୍ବରକୁ ରଖି ଅପରେଟର ବଦଳାଇପାରୁଛନ୍ତି, ଡେବିଟ୍ ଓ କ୍ରେଡିଟ୍ କାର୍ଡରେ ଆଗକୁ ସେଭଳି ସୁବିଧା ମିଳିବାକୁ ଯାଉଛି। ଚଳିତ ବର୍ଷ ଅକ୍ଟୋବରରୁ ଭାରତୀୟ ରିଜର୍ଭ ବ୍ୟାଙ୍କ କାର୍ଡ ପୋର୍ଟେବିଲିଟି ସୁବିଧା ଆରମ୍ଭ କରିବାକୁ ଯାଉଛନ୍ତି।…
Read More...
Read More...