ଟେଷ୍ଟ ସିରିଜରୁ ବାଦ ପଡିଲେ ଆଉ ଜଣେ ଭାରତୀୟ ଖେଳାଳୀ
ନୂଆଦିଲ୍ଲୀ(ରିପୋର୍ଟର୍ସ ଟୁଡେ): ଇଂଲଣ୍ଡ ବିପକ୍ଷ ଟେଷ୍ଟ ପୂର୍ବରୁ ଭାରତକୁ ଲାଗିଲା ଆଉ ଏକ ବଡ ଝଟକା । ଇଂଲଣ୍ଡ ଗସ୍ତରେ ଯାଇଥିବା ଖେଳାଳୀମାନଙ୍କ ମଧ୍ୟରୁ ଆଉ ଜଣେ ଖେଳାଳୀ ଫେରିଛନ୍ତି ସ୍ୱଦେଶ । ତେଣୁ ଇଂଲଣ୍ଡ ବିପକ୍ଷ ସିରିଜରୁ ସେ ବାଦ ପଡିଛନ୍ତି ।
ଭାରତୀୟ କ୍ରିକେଟ ଟିମର ପିଛା ଛାଡୁନି…
Read More...
Read More...