Browsing Tag

cricket

୩୭ତମ ଜନ୍ମଦିନ ପାଳୁଛନ୍ତି ବିରାଟ କୋହଲି

କ୍ରିକେଟର କଥା ଆସିଲେ ଯେଉଁ କେତେଜଣ ଆଗଧାଡିର ଖେଳାଳୀଙ୍କ ନାଁ ଆସେ ଯେଉଁମାନେ କ୍ରିକେଟକୁ ଏକ ନୂଆ ରୂପ ଦେଇଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବିରାଟ କୋହଲି । ଆଜି ସେ ନିଜର ୩୭ତମ ଜନ୍ମଦିନ ପାଳନ କରୁଛନ୍ତି । ତାଙ୍କୁ କେବଳ ଭାରତର ନୁହେଁ, ପୁରା ବିଶକବର ଜଣେ ସଫଳ ଖେଳାଳୀ ଭାବେ…
Read More...

ସିଡନୀରେ ରୋହିତ ବିରାଟ ଙ୍କ ପାଓ୍ବାର ଶୋ

ସିଡନୀରେ ରୋହିତ ଶର୍ମାଙ୍କ ପାଓ୍ବାର ଶୋ । ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରେ ୫୦ତମ ଓ ଦିନିକିଆରେ ୩୩ ଶତକ ହାସଲ କଲେ ରୋହିତ । ୧୦୫ ବଲରେ ଏହି ସଫଳତା ପାଇଛନ୍ତି ହିଟ୍‌ମ୍ୟାନ । ସେହିପରି ବିରାଟ କୋହଲି ୨ଟି ଡକ୍‌ ପରେ ଅର୍ଦ୍ଧଶତକ ହାସଲ କରିଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷରେ ଦିନିକିଆ ସିରିଜ…
Read More...

ଦ୍ୱିତୀୟ ଦିନିକିଆ ବିଜୟ ସହ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ

ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଦିନିକିଆରେ ପରାଜିତ ହୋଇଛି ଟିମ ଇଣ୍ଡିଆ । ଘରୋଇ ଅଷ୍ଟ୍ରେଲିଆ ଦଳ ୨ ଓ୍ବିକେଟ୍ ରେ ବିଜୟୀ ହୋଇଛି । ଦ୍ୱିତୀୟ ଦିନିକିଆ ବିଜୟ ସହିତ କଙ୍ଗାରୁ ଦଳ ତିନୋଟି ମ୍ୟାଚ୍ ବିଶିଷ୍ଟ ସିରିଜକୁ କବଜା କରିଛି । ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଘରୋଇ ଦଳ ୨୨ ବଲ ବାକି ଥାଇ ୮…
Read More...

ଏସିଆ କପ୍; ସୁପର୍‌-୪ ମୁକାବିଲାରେ ଭାରତର ଦମ୍‌ଦାର ବିଜୟ

ନୂଆଦିଲ୍ଲୀ: ପୁଣି ପଡ଼ିଆରେ ଧୂଳିଚାଟିଲା ପାକିସ୍ତାନ । ଦମଦାର୍ ବିଜୟ ହାସଲ କଲା ଭାରତ । ଏସିଆ କପ ସୁପର ଫୋର୍ ମ୍ୟାଚରେ ପାକିସ୍ତାନକୁ ପରାସ୍ତ କରିଛି ଟିମ୍ ଇଣ୍ଡିଆ । ୬ ଓ୍ୱିକେଟ୍‌ରେ ପାକିସ୍ତାନକୁ ଧୂଳି ଚଟାଇଲା ଟିମ୍‌ ଇଣ୍ଡିଆ । ୭ ବଲ୍‌ ବାକି ଥାଇ ଟାର୍ଗେଟ୍‌ ପୂରା କଲା ଭାରତୀୟ ଦଳ ।…
Read More...

ଏସିଆ କପ୍‌: ଦୁବାଇରେ ଟିମ୍‌ ଇଣ୍ଡିଆର ଦମ୍‌ଦାର ବିଜୟ

ନୂଆଦିଲ୍ଲୀ: ଦୁବାଇ ଷ୍ଟାଡିୟମରେ ପହଲଗାମ୍ ଘଟଣାର ପ୍ରତିଶୋଧ ନେଲା ଭାରତ । ଏସିଆ କପ ୨୦୨୫ରେ ଭାରତର ଦମଦାର ଦ୍ବିତୀୟ ବିଜୟ। ପାକିସ୍ତାନକୁ ୭ ଓ୍ବିକେଟରେ ହରାଇଲା ଭାରତ । ୧୫ .୫ ଓଭର୍‌ରେ ବିଜୟ ହାସଲ କଲା ଭାରତୀୟ ଦଳ । ଛକା ମାରି ବିଜୟ ଭେଟି ଦେଲେ ଅଧିନାୟକ ସୂର୍ଯ୍ୟ କୁମାର ଯାଦବ । ଭାରତ…
Read More...

ଏସିଆ କପ୍ ୨୦୨୫ ଟିମ୍ ଇଣ୍ଡିଆର ଅଫିସିଆଲ୍ ଜର୍ସି ଲଞ୍ଚ

ନୂଆଦିଲ୍ଲୀ:- ଡିଫେଣ୍ଡିଂ ଚାମ୍ପିଅନ୍ ଟିମ୍ ଇଣ୍ଡିଆ ଏସିଆ କପ୍ ୨୦୨୫ ପାଇଁ ଜୋରଦାର ପ୍ରସ୍ତୁତି କରୁଛି । ଏସିଆ କପ୍ ୯ ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ବିସିସିଆଇ ଏସିଆନ୍ କ୍ରିକେଟ୍ ପରିଷଦ ସହିତ ମିଶି ଟିମ୍ ଇଣ୍ଡିଆର ଅଫିସିଆଲ୍ ଜର୍ସି ଲଞ୍ଚ କରିଛି । ଅଧିନାୟକ ସୂର୍ଯ୍ୟକୁମାର…
Read More...

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ବ୍ୟାଟସମ୍ୟାନ୍ ଚେତେଶ୍ୱର ପୂଜାରା

ନୂଆଦିଲ୍ଲୀ:- ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ବ୍ୟାଟସମ୍ୟାନ୍ ଚେତେଶ୍ୱର ପୂଜାରା ସମସ୍ତ ଫର୍ମାଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ପୂଜାରା ବହୁତ ଦିନ ଧରି ଟେଷ୍ଟ ଟିମ୍ ଇଣ୍ଡିଆରୁ ବାହାରେ ଥିଲେ । ଏହି ଅଭିଜ୍ଞ ଖେଳାଳି ସୋସିଆଲ ମିଡିଆରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ସମ୍ପର୍କରେ…
Read More...

ଶ୍ରୀଲଙ୍କା ସହିତ ସୀମିତ ଓଭର ସିରିଜ ଖେଳିପାରେ ଭାରତ

ନୂଆଦିଲ୍ଲୀ: ସୁରକ୍ଷା ଦୃଷ୍ଟିକୋଣରୁ ଭାରତୀୟ କ୍ରିକେଟ ଟିମ ତାର ବାଂଲାଦେଶ ଗସ୍ତକୁ ସେପ୍ଟମ୍ବର ୨୦୨୬କୁ ଘୁଂଚାଇ ଦେଇଛି । ରିପୋର୍ଟ ମୁତାବକ ଭାରତ ଏବଂ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଏହି ସମୟ ମଧ୍ୟରେ ଏକ ସୀମିତ ଓଭର ସିରିଜ ଆୟୋଜନ କରିବା ନେଇ ଆଲୋଚନା କରୁଛନ୍ତି । ଆଇସିସି ଫ୍ୟୁଚର ଟୁର…
Read More...

ବର୍ମିଂହାମ ଟେଷ୍ଟ: ଭାରତର ପ୍ରଥମ ଟେଷ୍ଟ ବିଜୟ

ନୂଆଦିଲ୍ଲୀ: ଜାରି ରହିଛି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌ । ପ୍ରଥମ ମ୍ୟାଚ୍‌ରେ ଭାରତ ପରାସ୍ତ ହୋଇଥିଲା । ମାତ୍ର ୨ୟ ଟେଷ୍ଟରେ ଇତିହାସ ରଚିଛି ଟିମ୍ ଇଣ୍ଡିଆ । ଅଧିନାୟକ ଶୁବମନ ଗିଲ୍‌ଙ୍କ ଚମତ୍କାର ବ୍ୟାଟିଂ ଏବଂ ଆକାଶ ଦୀପ୍‌ ଏବଂ ସିରାଜଙ୍କ ପ୍ରଭାବୀ ପ୍ରଦର୍ଶନ ସହାୟତାରେ…
Read More...

ଏଜ୍‌ବାଷ୍ଟନ୍‌ରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ୍‌ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ଶିବିରରେ ହରପ୍ରୀତ ବ୍ରାର୍‌ଙ୍କୁ…

ନୂଆଦିଲ୍ଲୀ-: ହରପ୍ରୀତ ବ୍ରାର୍‌ଙ୍କୁ ଭାରତୀୟ ଦଳର ଅଭ୍ୟାସ ଶିବିରରେ ଦେଖିବାକୁ ମିଳିଛି  । ଏଜ୍‌ବାଷ୍ଟନ୍‌ରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ୍‌ ପୂର୍ବରୁ ନେଟ୍ସ ଲାଗି ତାଙ୍କୁ ଗେଷ୍ଟ୍‌ ବୋଲର ଭାବେ ସାମିଲ କରାଯାଇଛି । ଏଜ୍‌ବାଷ୍ଟନ୍‌ରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ୍‌ ପୂର୍ବରୁ…
Read More...