ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆରେ ଜିତିଲା ଭାରତ
କଟକ: ଗତକାଲି ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ଶୃଙ୍ଖଳା ର ୨ୟ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ ଭାରତ ଇଂଲଣ୍ଡକୁ ୪ ୱିକେଟରେ ହରାଇଛି । ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ବାରବାଟୀ ଦିନିକିଆ ଜିତିବା ସହିତ ଶୃଙ୍ଖଳାକୁ ଅକ୍ତିଆର କରିଛି ।…
Read More...
Read More...