Browsing Tag

CRIME

ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ୬ ଅଭିଯୁକ୍ତ ରିମାଣ୍ଡରେ ଯିବେ

ବ୍ରହ୍ମପୁର-: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ୬ ଅଭିଯୁକ୍ତ ରିମାଣ୍ଡରେ ଯିବେ । ୩ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ । ଗୁରୁବାର ବ୍ରହ୍ମପୁର ମଣ୍ଡଳ କାରଗାରରେ ଅଭିଯୁକ୍ତଙ୍କର ଟିଆଇ ପରେଡ ହୋଇଥିଲା । ପରେଡରେ ପୀଡ଼ିତା ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିଛି। ଗୋପାଳପୁର…
Read More...

ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମର ଦୁଃଖ ଲୋକଙ୍କ ମନରୁ ନ ଲିଭୁଣୁ ବାରିପଦାରେ ମହିଳାଙ୍କୁ ଗଣଦୁଷ୍କର୍ମ

ବାରିପଦା-: ବହୁଚର୍ଚ୍ଚିତ ଗୋପାଳପୁର ଗଣଦୁଷ୍କର୍ମର ମାମଲାର ତଦନ୍ତ ଚାଲିଥିବା ବେଳେ ବାରିପଦାରୁ ଆଉ ଏକ ଗଣଦୁଷ୍କର୍ମର ଖବର ସାମ୍ନାକୁ ଆସିଛି । ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମର ଦୁଃଖ ଲୋକଙ୍କ ମନରୁ ନ ଲିଭୁଣୁ ମୟୁରଭଞ୍ଜ ଜିଲ୍ଲାର ବାରିପଦାରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ…
Read More...

ପୁରୁଷ ବନ୍ଧୁଙ୍କ ସହ ବେଳାଭୂମିକୁ ବୁଲିବାକୁଯାଇ ଗଣ ବଳାତ୍କାରର ଶିକାର ହେଲେ ଛାତ୍ରୀ

ଗୋପାଳପୁର-: ଗୋପାଳପୁରରେ ଲଜ୍ଜା । ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଆସିଥିବା ଜଣେ ଛାତ୍ରୀ ଗଣ ବଳାତ୍କାରର ଶିକାର ହୋଇଥିବାନେଇ ଥାନାରେ ଅଭିଯୋଗ ହୋଇଛି । ପୋଲିସ ଏକ ମାମଲା ରୁଜ୍ଜୁ କରିବା ସହ ୧୦ ଜଣଙ୍କୁ ଅଟକ ରଖିଛି । ଅଭିଯୋଗ ମୁତାବକ ଗତକାଲି ଅପରାହ୍ନରେ…
Read More...

ଡୁମୁଡୁମାରେ ନିଶାଦେଇ ଜଣେ ନାବାଳିକାକୁ ଅପହରଣ କରୁଥିଲେ ଦୁଇ ବଙ୍ଗୀୟ ଯୁବକ

ଭୁବନେଶ୍ୱର-: ରାଜଧାନୀରେ ନାବାଳିକାଙ୍କୁ ନିଶା ଦେଇ ଅପହରଣ ଅଭିଯୋଗ । ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମାରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ପରେ ଏମ୍ସରେ ଭର୍ତ୍ତି କରାଯାଇଛି । ୨ ଜଣ ବଙ୍ଗୀୟ ଯୁବକଙ୍କୁ ଖଣ୍ଡଗିରି ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ତେବେ ରାତି ଅଧରେ କୁଆଡେ ଓ…
Read More...

ରାଇଘରରେ ସୁନା ବ୍ୟବସାୟୀଙ୍କ ଘରେ ପଶି ଲୁଟି ନେଲେ ସୁନା ରୂପା

ନବରଙ୍ଗପୁର-: ନବରଙ୍ଗପୁର ଜିଲ୍ଲା ରାଇଘର ସଦର ମହକୁମା କଦଭାଟାର ଅଳଙ୍କାର ବ୍ୟବସାୟୀ ରାମ ଡାକୁଆଙ୍କ ଘରେ ୭ ଜଣ ମୁଖା ପିନ୍ଧା ଡକାୟତ ଘରେ ପଶି ଗୁଳି କରି ସୁନା ରୂପା ଅଳଙ୍କାର ଲୁଟ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଥିବାବେଳେ ଗୁଳିକାଣ୍ଡରେ ଗୁରୁତର ରାମ…
Read More...

ଲୋଭ ଦେଖାଇ ଠକି ନେଇଥିଲେ ଲକ୍ଷାଧିକ ଟଙ୍କା

ଟଙ୍କା ଠକିଥିବା ନେବା ଅଭିଯୋଗ ପରେ ସାଇବର ଥାନା ପୁଲିସ ମାମଲା ତଦନ୍ତ କରିବା ସହ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ଅଭିଯୋଗକାରୀ ଜଣକ ମଞ୍ଚେଶ୍ଵର ଶିଳ୍ପାଞ୍ଚଳରେ ରୁହନ୍ତି । ସେ ଗତ ୨୦୨୪ ମସିହାରେ “ଜିପିଏନଏସ ବିଜିନେସ ପ୍ରାଇଭେଟ ଲିମିଟେଡ” ନାମକ ଏକ…
Read More...

ପୁରୀ ଗୁଡ଼ିଆସାହିରେ ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା

ପୁରୀ-: ପୁରୀରେ ଗଡିଲା ମୁଣ୍ଡ । ଜଣେ ବରିଷ୍ଠ ସେବାୟତଙ୍କୁ ହତ୍ୟା ଅଭିଯୋଗ । ପୁରୀ ଗୁଡ଼ିଆସାହିରେ ଘଟିଛି ହତ୍ୟାକାଣ୍ଡ । ମୃତକ ଜଣକ ହେଉଛନ୍ତି ମହାସୁଆର ସାହିର ଜଗନ୍ନାଥ ଦୀକ୍ଷିତ । ପୁରୀରେ ପୋଲିସ ଛାଉଣୀ ଭିତରେ ଏପରି ଘଟଣା ଏବେ ଚିନ୍ତାର ବିଷୟ ପାଲଟିଛି । ସୂଚନା ମୁତାବକ, ମୃତକ…
Read More...

ପାରିବାରିକ କଳହକୁ ନେଇ ୭ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଲା ମଦ୍ୟପ ବାପା

ଢେଙ୍କାନାଳ -: ଢେଙ୍କାନାଳ କଙ୍କଡାହାଡ଼ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ ନେଇ ୭ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଲା ମଦ୍ୟପ ବାପା । ସୂଚନା ମୁତାବକ, ମୟୂରଭଞ୍ଜ ଜିଲ୍ଲା ଉଦାସାହି ଗାଁର ସଞ୍ଜୟ ଚାତାର ଶ୍ବଶୁର ଘର କଣ୍ଟାପାଳରେ ରହି ଶ୍ରମିକ ଭାବେ କାମ କରୁଥିଲେ ।…
Read More...

ଅଟୋ ଭଡ଼ାପାଇଁ ଡ୍ରାଇଭରଙ୍କ ହାତ ହାଣିଦେଲେ ଦୁଇ ଦୁର୍ବୃତ୍ତ

ଅନୁଗୁଳ-: ଅଟୋ ଭଡ଼ାକୁ ନେଇ ତୁମୁଳକାଣ୍ଡ  । ଅଟୋ ଡ୍ରାଇଭରଙ୍କ ହାତ ହାଣିଦେଲେ ଦୁଇ ଦୁର୍ବୃତ୍ତ ।  ଅନୁଗୁଳ ନୂଆ ବସ୍ ଷ୍ଟାଣ୍ଡରେ ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଥିବା ଯୁବକ କାଳିଆ ଗୋଛାୟତଙ୍କ ହାତ ହାଣି ଦେଇଛନ୍ତି ଦୁର୍ବୃତ୍ତ । ସୂଚନ ଅନୁସାରେ, ଆଜି ୩ ଜଣ ପାସେଞ୍ଜର ବଅଁରପାଳ ଯିବା…
Read More...

ଭୁବନେଶ୍ୱର ଇନଫୋଭ୍ୟାଲି ଥାନା ପିତାପଲ୍ଲିରେ ବିଳମ୍ୱିତ ରାତିରେ ଫୁଟିଛି ଗୁଳି

ଭୁବନେଶ୍ୱର-: ପୁଣିଥରେ ରାଜଧାନୀ ଭୁବନେଶ୍ୱରରେ ଫୁଟିଛି ଗୁଳି। ଭୁବନେଶ୍ୱର ଇନଫୋଭ୍ୟାଲି ଥାନା ଅଞ୍ଚଳ ପିତାପଲ୍ଲିରେ ବିଳମ୍ୱିତ ରାତିରେ ଫୁଟିଛି ଗୁଳି। ପିତାପଲ୍ଳୀ ରାସ୍ତାରେ ରୋଡ ରେଜକୁ ନେଇ ଗୁଳିକାଣ୍ଡ ଘଟିଛି । ଗତକାଲି ସନ୍ଧ୍ୟାରେ ଗଣ୍ଡଗୋଳ ହୋଇଥିବା ବେଳେ ରାତିରେ ଫୁଟାଇଥିଲା ଗୁଳି ।…
Read More...