କଟକ ଖାନ୍ନଗର ନିର୍ମାଣଧୀନ ବ୍ରିଜ ଭୁଶୁଡ଼ିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି
ଭୁବନେଶ୍ବର-: କଟକ ଖାନ୍ନଗରରେ ବ୍ରିଜ୍ ନିର୍ମାଣ ସମୟରେ ଘଟିଥିବା ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏନେଇ ସେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି । ମୃତକଙ୍କ…
Read More...
Read More...