ବଦଳିଲେ IPS ଅଫିସର ଦୟାଲ ଗଙ୍ଗୱାର
ବଦଳିଲେ IPS ଅଫିସର ଦୟାଲ ଗଙ୍ଗୱାର। ADGP କମ୍ୟୁନିକେସନ ପଦରୁ ହଟିଲେ ଦୟାଲ ଗଙ୍ଗୱାର। ଗୃହ ବିଭାଗ OSD ଭାବେ ମିଳିଛି ନିଯୁକ୍ତି । ଓଡିଶାର କ୍ୟାଡରର ୧୯୯୮ ବ୍ୟାଚର ବରିଷ୍ଠ ଆଇପିଏସ ଦୟାଲ ଗଙ୍ଗୱାର । ଦୟାଲ ଗଙ୍ଗୱାରଙ୍କ ବଦଳିର କାରଣ କଣ ତାହା ସରକାରୀ ଭାବେ କୁହାଯାଇନାହିଁ । ତେବେ…
Read More...
Read More...