ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ ଓଡ଼ିଶା ସରକାର
ଓଡ଼ିଶା ସରକାର ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । ଏବଂ ଚୂଡ଼ାନ୍ତ ଅନୁମୋଦନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ପଠାଇ ଦେଇଛନ୍ତି। ୨୦୧୩ ବ୍ୟାଚ୍ ଆଇପିଏସ୍ ଅଧିକାରୀ ବ୍ୟକ୍ତିଗତ କାରଣ ଦର୍ଶାଇ ଅଲ୍ ଇଣ୍ଡିଆ ସର୍ଭିସେସ୍ ରୁ ଇସ୍ତଫା ଦେଇଥିଲେ। ୨୦୧୩ ବ୍ୟାଚ୍ର…
Read More...
Read More...