ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଦେବଗଡ /ସୁଦାମ ବେହେରା : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିରେ ୭୦ଟି ପଞ୍ଚାୟତରୁ ୩ ବ୍ଲକ କୁ ବସ୍ ଚଳାଚଳ ର ସୁବିଧା କରାଯାଇଛି । ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫…
Read More...
Read More...