Browsing Tag

Delhi Chief Minister

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି

ନୂଆଦିଲ୍ଲୀ-: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି । ଅଭିଯୁକ୍ତ ଜଣକ ପୋଲିସ କଣ୍ଟ୍ରୋଲ ରୁମକୁ କଲ୍ କରି ଜୀବନରୁ ମାରିଦେବାକୁ ଦେଇଥିଲେ ଧମକ । ଗୁରୁବାର ରାତି ପ୍ରାୟ ୧୧:୦୦ ଟାରେ ଗାଜିଆବାଦ ପୋଲିସକୁ ଏହି ପିସିଆର୍ କଲ୍ କରାଯାଇଥିଲା। ତୁରନ୍ତ…
Read More...

ସୁପ୍ରିମକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ୧ ଜୁନ୍ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ :ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ୱସ୍ତି ମିଳିଛି । ସୁପ୍ରିମକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ୧ ଜୁନ୍ ପର୍ୟ୍ୟନ୍ତ ଅନ୍ତରୀଣ ଜାମିନ ଦେଇଛନ୍ତି । ତା ପରଦିନ ଅର୍ଥାତ ଜୁନ ୨ ରେ ପୁଣି ଥରେ ସରେଣ୍ଡର କରିବାକୁ ପଡିବ । ଇଡି କୋର୍ଟ…
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଛି ଜାମିନ । ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିଛନ୍ତି । ତାଙ୍କୁ ୧୫ ହଜାର ଟଙ୍କାର ବେଲ ବଣ୍ଡ ଓ ଏକ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ…
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ପୁଣି ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ଦିଲ୍ଲୀ : ଦିଲ୍ଲୀର ମୁଖ୍ୟମନ୍ତ୍ରୀ  ଅରବିନ୍ଦ କେଜ୍ରିୱାଲଙ୍କୁ ଇଡିର ସପ୍ତମ ଥର ସମନ ପଠାଇଛି । ଇଡି ତାଙ୍କୁ ଆଜି ଏକ ସମନ ଜାରି କରି ଫେବ୍ରୁଆରୀ ୨୬ରେ କେନ୍ଦ୍ରୀୟ ଏଜେନ୍ସିରେ ହାଜର ହେବାକୁ କହିଛି । ତେବେ ଦିଲ୍ଲୀ ଅବକାରୀ ନୀତି ମାମଲା ସହ ଜଡିତ ମନି ଲଣ୍ତରିଂ ଅଭିଯୋଗରେ ଇଡି ଆମ୍ ଆଦମୀ…
Read More...

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଥରେ ସମନ କରିଛି ଇଡି

ଦିଲ୍ଲୀ : ପୁଣି ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଅଡୁଆ । ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଥରେ ସମନ କରିଛି ଇଡି । ଏହାକୁ ମିଶାଇ ୪ର୍ଥ ଥର ପାଇଁ ଇଡିର ସମନ କରିସାରିଲାଣି । ଏହା ପୂର୍ବରୁ ୩ ଥର ଇଡି ସମନ ପଠାଯାଇଥିଲେ ମଧ୍ୟ ହାଜର ହୋଇନାହାନ୍ତି ଦିଲ୍ଲୀ…
Read More...

ହକି ବିଶ୍ୱକପ୍: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କଲେ

ଭୁବନେଶ୍ୱର: ପାଖେଇ ଆସୁଛି ପୁରୁଷ ହକି ବିଶ୍ବକପ୍‌ । ସବୁଠୁ ଉତ୍ସାହ ଓ ଉଦ୍ଦୀପନାର ମାହୋଲ । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ଏହି କ୍ରମରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ…
Read More...