ଟିମ୍ ଇଣ୍ଡିଆକୁ ବଡ ଝଟକା, ଟିମର ଷ୍ଟାର ଖେଳାଳି ରବିଚନ୍ଦ୍ରନ ଅଶ୍ୱିନୀ କରୋନା
ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଛି ବଡ ଝଟକା । ଭାରତୀୟ ଟିମର ଷ୍ଟାର ସ୍ପିନର ରବିଚନ୍ଦ୍ରନ୍ ଅଶ୍ୱିନୀ କରୋନାରେ ସଂକ୍ରମିତ ହୋଇଛନ୍ତି । ଏବେ ସେ ଅଭ୍ୟାସ୍ ମ୍ୟାଚରୁ ବାଦ୍ ପଡିବା ସମ୍ଭାବନା ରହିଛି । ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ମଧ୍ୟରେ ୧ ଜୁଲାଇରୁ ୫ ଜୁଲାଇ…
Read More...
Read More...