Browsing Tag

Dev Kumar Gamango

ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗାଙ୍ଗପୁର ଆଇଆଇସି ଦେବ ଗମାଙ୍ଗୋଙ୍କ ମୃତ୍ୟୁ

ବ୍ରହ୍ମପୁର: ଗୁଳି ଫୁଟି ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନାରେ ଅଘଟଣ । ଘଟଣାରେ ଗାଙ୍ଗପୁର ଥାନା ଆଇଆଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା । ନିଜେ ରଖିଥିବା ବନ୍ଧୁକରୁ ଅଘଟଣବଶତଃ ଗୁଳି ଫୁଟି ଗାଙ୍ଗପୁର ଥାନାଧିକାରୀ ଦେବ କୁମାର ଗମାଙ୍ଗୋଙ୍କ ମୃତ୍ୟୁ ଘଟିଛି।ଆଇଆଇସିଙ୍କ ନିଜ ବନ୍ଧୁକରୁ ଗୁଳି ଫୁଟି…
Read More...