Browsing Tag

dharmendra pradhan

କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ‘ବିକଶିତ ଭାରତ’ର ଦୃଢ଼ ଆଧାର: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ‘ବିକଶିତ ଭାରତ’ ଗଠନ ପାଇଁ ଏକ ଦୃଢ଼ ଓ ଦୂରଦର୍ଶୀ ରୋଡମ୍ୟାପ୍ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ଭୁବନେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…
Read More...

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ…
Read More...

ଚାଷୀ ଆନ୍ଦୋଳନ ଓ ସମସ୍ୟା ନେଇ ମୋହନଙ୍କ ସହ କଥାହେଲେ ଧର୍ମେନ୍ଦ୍ର

ରାଜ୍ୟର ଚାଷୀକୂଳ ଅନେକ ଗୁଡିଏ ସମସ୍ୟା ଦେଇ ଗତି କରୁଥିବାବେଳେ ଏ ପ୍ରସଙ୍ଗରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କାରଣ ରାଜ୍ୟରେ ଦୀର୍ଘ ଦିନ ଧରି ଖରିପ୍ ରୁତୁର ଧାନ ବିକ୍ରିକୁ ନେଇ ଚାଷୀ ସଙ୍ଗଠନ ପକ୍ଷରୁ ଆନେ୍ଦାଳନ…
Read More...

ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ

କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର । ଓଡିଶାରେ ଖରିଫ ଋତୁ ଓ ରବି ଋତୁ ପାଇଁ ଏଫସିଆଇ ଦ୍ୱାରା ନିର୍ଦ୍ଧାରିତ ଲକ୍ଷ୍ୟଠାରୁ ଅଧିକ ଉଷୁନା ଧାନ କିଣିବା ସହ ଶୀଘ୍ର ଉଠାଣ ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ…
Read More...

କୋରାପୁଟ ବାହୁଡା ଯାତ୍ରା ଅବସରରେ ଧର୍ମେନ୍ଦ୍ର ପ୍ରଧାନଙ୍କ କୋରାପୁଟ ଗସ୍ତ

କୋରାପୁଟ-: କୋରାପୁଟ ପ୍ରଶାସନ ପକ୍ଷରୁ ଶାବର ଶ୍ରୀକ୍ଷେତ୍ରରେ ପ୍ରତିବର୍ଷ ଆଡ଼ମ୍ବର ସହିତ ଓଡ଼ିଶାର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଆୟୋଜନ ହେଉ ଥିବା ବେଳେ ଆଜି ପବିତ୍ର ବାହୁଡ଼ା ଯାତ୍ରା ଅବସରରେ କୋରାପୁଟ ସହର ଓ ଏହାର ଆଖପାଖର ହଜାର ହଜାର ଶ୍ରଦ୍ଧାଳୁ ଭିଡ଼…
Read More...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର-: ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏବଂ…
Read More...

ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ ହେବ ସମ୍ବଲପୁର ଚିଡିଆଖାନା

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବଡ଼ି ଭୋରରୁ ସମ୍ବଲପୁର ଚିଡିଆଖାନା ପରିଦର୍ଶନ କରିବା ସହ ଏହାକୁ ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ କରିବା ପାଇଁ ଯୋଜନା କରାଯିବ ବୋଲି କହିଛନ୍ତି । କେନ୍ଦ୍ରମନ୍ତ୍ରୀ…
Read More...

ଫୋବର୍ସ ପତ୍ରିକାରେ ଓଡ଼ିଶାର ୩ଟି ଷ୍ଟାର୍ଟଅପ୍ ସ୍ଥାନ ପାଇବା ଆମ ଯୁବପିଢ଼ିଙ୍କ ପ୍ରତିଭାର ଏକ ପ୍ରମାଣ

ସମ୍ବଲପୁର-: ଆଜି ସମ୍ବଲପୁରରେ ICAIର ଉପ-ଆଞ୍ଚଳିକ ସମ୍ମିଳନୀ 'ସକ୍ଷମ-୨୦୨୫'ର ଉଦଘାଟନୀ ଅଧିବେଶନରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ଏହାର ସ୍ୱତନ୍ତ୍ର କର୍ମଶାଳା ପାଇଁ ସାରା ଦେଶରୁ ଚାଟାର୍ଡ ​​ଆକାଉଣ୍ଟାଣ୍ଟ (CA) ଏବଂ ଅନ୍ୟ ଅତିଥିମାନଙ୍କୁ ସମ୍ବଲପୁରକୁ ସ୍ୱାଗତ କରିଥିଲେ…
Read More...

କିଣ୍ଡ୍ରିଲ ସିଇଓ ତଥା ଚେୟାରମ୍ୟାନ୍ ଶ୍ରୀ ମାର୍ଟିନ ସ୍କ୍ରୋଏଟରଙ୍କୁ ଭେଟି ଖୁସି ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ

ବ୍ୟୁରୋ : କିଣ୍ଡ୍ରିଲ ସିଇଓ ଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି । ଏନେଇ ସୋସିଆଲ ମିଡିଆରେ ସେ ଖୁସି ବ୍ୟକ୍ତ କରିଛନ୍ତି । ତେବେ ସେହି ସ୍ତନ ରେ ଯାହା ଆଲୋଚନା ହେଇଥିଲା ସେ ବାବଦରେ ମଧ୍ୟ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ସମ୍ୟକ ସୂଚନା ଦେଇଛନ୍ତି…
Read More...