Browsing Tag

dharmendra pradhan

STPIର ସମ୍ପ୍ରସାରଣ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଲୋକସଭା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ସେଣ୍ଟର ଫର୍ ଡେଭଲପମେଣ୍ଟ ଅଫ୍ ଆଡଭାନ୍ସଡ୍ କମ୍ପ୍ୟୁଟିଂ (C-DAC)ର ଏକ ଆଞ୍ଚଳିକ କେନ୍ଦ୍ର ପ୍ରତିଷ୍ଠା ଏବଂ ସହରରେ ଥିବା ସଫ୍ଟୱେର୍ ଟେକ୍ନୋଲୋଜି ପାର୍କସ୍ ଅଫ୍ ଇଣ୍ଡିଆ (STPI) କେନ୍ଦ୍ରର ସମ୍ପ୍ରସାରଣ…
Read More...

ତାଳଚେରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ପାଳନ

ତାଳଚେର ମାଟିର ଲଢ଼ୁଆ ପୁଅ, ଉଜ୍ଵଳାମ୍ୟାନ ତଥା ଭାରତ ସରକାରଙ୍କ ବରିଷ୍ଠ ବିଜେପି ନେତା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ଼. ଧର୍ମେନ୍ଦ୍ର ପ୍ରଧାନଙ୍କ ୫୮ ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ତାଳଚେରର ହାଟତୋଟା ସ୍ଥିତ ପଦ୍ମିନୀ ମଣ୍ଡପ ଠାରେ ବରିଷ୍ଠ ବିଜେପି ନେତା ତଥା ସମାଜସେବୀ ବିଭୂତି ସାହୁଙ୍କ…
Read More...

ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୮ ତମ ଜନ୍ମଦିନ ଅବସରରେ ଢ଼େଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ଥିବା ରକ୍ତ ଭଣ୍ଡାରରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ କରାଯାଇଛି। ଜିଲ୍ଲା ବିଜେପି ପକ୍ଷରୁ ଆୟୋଜିତ ଉକ୍ତ ରକ୍ତଦାନ ଶିବିର ରେ ପୂର୍ବତନ ନଗରପାଳ…
Read More...

କମ୍ପ୍ୟୁଟର ଆଧାରିତ ହେବ ନିଟ୍ ପରୀକ୍ଷା

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଛନ୍ତି ଯେ ଆସନ୍ତା ବର୍ଷରୁ NEET UG ପରୀକ୍ଷା କମ୍ପ୍ୟୁଟର ଆଧାରିତ ହେବ। ପରୀକ୍ଷାରେ ହୋଇଥିବା ଅନିୟମିତତା ଉପରେ ସ୍ପଷ୍ଟୀକରଣ ଦେଇ ସେ କହିଛନ୍ତି ଯେ ସରକାର "ଦୁର୍ବ୍ୟବହାର ପ୍ରତି ଶୂନ୍ୟ ସହନଶୀଳତା" ରଖିଛନ୍ତି। NEET UG 2026…
Read More...

କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ‘ବିକଶିତ ଭାରତ’ର ଦୃଢ଼ ଆଧାର: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ‘ବିକଶିତ ଭାରତ’ ଗଠନ ପାଇଁ ଏକ ଦୃଢ଼ ଓ ଦୂରଦର୍ଶୀ ରୋଡମ୍ୟାପ୍ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ଭୁବନେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…
Read More...

ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ…
Read More...

ଚାଷୀ ଆନ୍ଦୋଳନ ଓ ସମସ୍ୟା ନେଇ ମୋହନଙ୍କ ସହ କଥାହେଲେ ଧର୍ମେନ୍ଦ୍ର

ରାଜ୍ୟର ଚାଷୀକୂଳ ଅନେକ ଗୁଡିଏ ସମସ୍ୟା ଦେଇ ଗତି କରୁଥିବାବେଳେ ଏ ପ୍ରସଙ୍ଗରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କାରଣ ରାଜ୍ୟରେ ଦୀର୍ଘ ଦିନ ଧରି ଖରିପ୍ ରୁତୁର ଧାନ ବିକ୍ରିକୁ ନେଇ ଚାଷୀ ସଙ୍ଗଠନ ପକ୍ଷରୁ ଆନେ୍ଦାଳନ…
Read More...

ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ

କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର । ଓଡିଶାରେ ଖରିଫ ଋତୁ ଓ ରବି ଋତୁ ପାଇଁ ଏଫସିଆଇ ଦ୍ୱାରା ନିର୍ଦ୍ଧାରିତ ଲକ୍ଷ୍ୟଠାରୁ ଅଧିକ ଉଷୁନା ଧାନ କିଣିବା ସହ ଶୀଘ୍ର ଉଠାଣ ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ…
Read More...

କୋରାପୁଟ ବାହୁଡା ଯାତ୍ରା ଅବସରରେ ଧର୍ମେନ୍ଦ୍ର ପ୍ରଧାନଙ୍କ କୋରାପୁଟ ଗସ୍ତ

କୋରାପୁଟ-: କୋରାପୁଟ ପ୍ରଶାସନ ପକ୍ଷରୁ ଶାବର ଶ୍ରୀକ୍ଷେତ୍ରରେ ପ୍ରତିବର୍ଷ ଆଡ଼ମ୍ବର ସହିତ ଓଡ଼ିଶାର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଆୟୋଜନ ହେଉ ଥିବା ବେଳେ ଆଜି ପବିତ୍ର ବାହୁଡ଼ା ଯାତ୍ରା ଅବସରରେ କୋରାପୁଟ ସହର ଓ ଏହାର ଆଖପାଖର ହଜାର ହଜାର ଶ୍ରଦ୍ଧାଳୁ ଭିଡ଼…
Read More...