ଆଜି ଟିକେଟ ବୁକିଂର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଭୁବନେଶ୍ୱରରୁ ଦୁବାଇକୁ ସିଧା ଉଡିବ ବିମାନ । ମେ’୧୫ରୁ ଦୁବାଇକୁ ଡାଇରେକ୍ଟ ଯିବ ବିମାନ । ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଶାକୁ ଭେଟି ସ୍ବରୂପ ଆଜିଠୁ ଟିକେଟ ବୁକିଂର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାରୁ ଆନ୍ତର୍ଜାତିକ ବିମାନ ଉଡ଼ାଣରେ ଏହା ପ୍ରଥମ…
Read More...
Read More...