Browsing Tag

District Legal Services Authority

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଯାଜପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବନମହୋତ୍ସବ ପାଳିତ

ଯାଜପୁର-: ଯାଜପୁର ଜିଲ୍ଲା ଦୌରାଜଜ୍ ତଥା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଅମୃତ ରଞ୍ଜନ ନନ୍ଦଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଯାଜପୁର ପରିସରରେ ବନମହୋତ୍ସବ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବନବିଭାଗ…
Read More...