Browsing Tag

Donald Trump

ସମ୍ପର୍କକୁ ସୁଧାରିବା ପାଇଁ କ୍ଷମା ପ୍ରାର୍ଥନା କଲେ ଏଲୋନ ମସ୍କ

ନୂଆଦିଲ୍ଲୀ-: ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏବଂ ଟେସଲା ମାଲିକ ଏଲୋନ ମସ୍କଙ୍କ ସଂପର୍କ ଏବେ ନୂଆ ମୋଡ ନେଲାଣି । ଲାଗୁଛି ଦୁହିଁଙ୍କ ମଧ୍ୟରେ ବଢୁଥିବା ତିକ୍ତ ସମ୍ପର୍କ ଏବେ ପୁଣିଥରେ ଟ୍ରାକକୁ ଫେରୁଛି । କାରଣ ଏଲୋନ ମସ୍କ ନିଜେ ସମ୍ପର୍କକୁ ସୁଧାରିବା ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି ।…
Read More...

ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ ଗମ୍ଭୀର ପରିଣାମ ଭୋଗିବେ ବୋଲି ଟ୍ରମ୍ପ ଚେତାବନୀ ଦେଇଛନ୍ତି

ନୂଆଦିଲ୍ଲୀ-: ଦିନେ ପରସ୍ପରର ପ୍ରଶଂସାରେ ଶତମୁଖ ରହୁଥିଲା ବେଳେ ଏବେ ପରସ୍ପରର ନାଁ ଶୁଣିଲେ ଖାଲି ବିଷ ଓଗାରୁଛନ୍ତି । ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବିଶ୍ୱର ପ୍ରମୁଖ ବ୍ୟବସାୟୀ ଏଲନ ମସ୍କଙ୍କ ମଧ୍ୟରେ ମତଭେଦ ଦିନକୁ ଦିନ ବଢିବାରେ ଲାଗିଛି । ଟିକସ ବିଲ୍‌କୁ ନେଇ ଆମେରିକା…
Read More...

କଥା କଥାରେ ଟାରିଫ୍ ଭୟ ଦେଖାଉଛି ଆମେରିକା

ନୂଆଦିଲ୍ଲୀ-: ପୁନର୍ବାର ରାଷ୍ଟ୍ରପତି ହେବା ପରେ ଟ୍ରମ୍ପଙ୍କ ବଡ ଅସ୍ତ୍ର ସାଜିଛି ଟାରିଫ୍ । କଥା କଥାରେ ଟାରିଫ୍ ଭୟ ଦେଖାଉଛି ଆମେରିକା । ପୂର୍ବରୁ ଟାରିଫ୍ ଆପଲକୁ ଧମକ ଦେଇଥିବା ବେଳେ, ଏବେ ସମାନ ଧମକ ସାମସଙ୍ଗକୁ ମଧ୍ୟ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପ…
Read More...

ଭାରତ କିମ୍ବା ଅନ୍ୟ କୌଣସି ଦେଶରେ ନିର୍ମିତ ଆଇଫୋନ ଆମେରିକାରେ ବିକ୍ରି କଲେ ୨୫ ପ୍ରତିଶତ ଶୁଳ୍କ ଦେବାକୁ ପଡ଼ିବ ବୋଲି…

ନୂଆଦିଲ୍ଲୀ-: ଆଇଫୋନ୍‌ ମୋବାଇଲ ନିର୍ମାତା ଆପଲ କମ୍ପାନୀକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଭାରତ କିମ୍ବା ଅନ୍ୟ କୌଣସି ଦେଶରେ ନିର୍ମିତ ଆଇଫୋନ ଆମେରିକାରେ ବିକ୍ରି କଲେ ୨୫ ପ୍ରତିଶତ ଶୁଳ୍କ ଦେବାକୁ ପଡ଼ିବ ବୋଲି ଟ୍ରମ୍ପ ଚେତାବନୀ ଦେଇଛନ୍ତି। ଆପଲ କମ୍ପାନୀ…
Read More...

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ…

କେମ୍ବ୍ରିଜ-: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ବିଦେଶୀ ଛାତ୍ରଙ୍କୁ ନାମଲେଖା କରିବାର ଅନୁମତିକୁ ପ୍ରତ୍ୟାହାର କରିଛି । ଏହି ନିଷ୍ପତ୍ତି ବିଶ୍ୱବିଦ୍ୟାଳୟ ସହ ଟ୍ରମ୍ପ ପ୍ରଶାସନର ଚାଲିଥିବା ବିବାଦକୁ ଆହୁରି ତୀବ୍ର କରିଛି । ଡିପାର୍ଟମେଣ୍ଟ…
Read More...

ଡୋନାଲ୍ଡ ଟ୍ରମ୍ପଙ୍କ ଉପଦେଷ୍ଟା ବୋର୍ଡରେ ୨ ଆତଙ୍କୀ ନିଯୁକ୍ତ

ଆମେରିକା-: ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବେ ଫେରିବା ପରେ ଯେଉଁସବୁ ପଦକ୍ଷେପ ନିଆଯାଉଛି ତାହାକୁ ନେଇ ଆମେରିକାବାସୀ ତ ଆଶ୍ଚର୍ଯ୍ୟ ହେଉଛନ୍ତି, ସାରା ଦୁନିଆ ବି ଚକିତ ହେଉ ଛି।  ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ତରଫରୁ ଦୁଇ ଆତଙ୍କବାଦୀ ଇସମାଇଲ ଶୟର  ଓ ଶେଖ୍ ହମଜାକୁ ହ୍ୱାଇଟ ହାଉସର ଧାର୍ମିକ…
Read More...

ଭାରତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଶ୍ମୀର ବୟାନ ଉପରେ କଡ଼ା ଆପତ୍ତି ପ୍ରକାଶ କରିଛି

ନୂଆଦିଲ୍ଲୀ-: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଭାରତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଶ୍ମୀର ବୟାନ ଉପରେ କଡ଼ା ଆପତ୍ତି ପ୍ରକାଶ କରିଛି। ମଙ୍ଗଳବାର ବହୁ ପ୍ରସଙ୍ଗରେ ଭାରତର ମତ ସ୍ପଷ୍ଟ କରିବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ…
Read More...

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦର ସମାଧାନ ପାଇଁ ଶାନ୍ତି ପ୍ରସ୍ତାବ ସହିତ ଆବଶ୍ୟକ ପଡିଲେ ଶାନ୍ତି ସ୍ଥାପନ ପାଇଁ…

ୱାଶିଂଟନ୍‌-: ‘ଅପରେସନ୍‌ ସିନ୍ଦୂର’କୁ ନେଇ ବଡ଼ ବୟାନ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପାକିସ୍ତାନରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ପ୍ରଚଣ୍ଡ ପ୍ରହାର କରିଛି ଭାରତ । ସେ କହିଛନ୍ତି ଉଭୟ ଭାରତ ଓ ପାକିସ୍ତାନ ସହ ତାଙ୍କ ସଂପର୍କ ଭଲ । ତେଣୁ ସେ ଭାରତ ଓ ପାକିସ୍ତାନ…
Read More...

ଭାରତକୁ ତାର ନାଗରିକଙ୍କ ପ୍ରତିଶୋଧ ନେବାର ସମ୍ପୁର୍ଣ୍ଣ ଅଧିକାର ଅଛି : ଡୋନାଲ୍ଡ ଟ୍ରମ୍ପ

ୱାଶିଂଟନ-: ଭାରତ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି  । ଟ୍ରମ୍ପ କହିଛନ୍ତି ଯେ,ଭାରତକୁ ତାର ନାଗରିକଙ୍କ ପ୍ରତିଶୋଧ ନେବାର ସମ୍ପୁର୍ଣ୍ଣ ଅଧିକାର ଅଛି, ପାକିସ୍ତାନକୁ ଜବାବ ଦାୟୀ…
Read More...

ବିଦେଶୀ ନାଗରିକଙ୍କ ପାଇଁ ଟ୍ରମ୍ପ ସରକାରଙ୍କ ନୂତନ ନିୟମ

ଆମେରିକା-: ଟ୍ରମ୍ପ ସରକାର ଆମେରିକାରେ ବିଦେଶୀ ନାଗରିକଙ୍କ ପାଇଁ ଏକ ନୂତନ ନିୟମ ଲାଗୁ କରିଛନ୍ତି। ନୂତନ ନିୟମ ଅନୁଯାୟୀ, ୩୦ ଦିନରୁ ଅଧିକ ସମୟ ପାଇଁ ଆମେରିକାରେ ରହୁଥିବା ବିଦେଶୀ ନାଗରିକମାନଙ୍କୁ ନିଜକୁ ପଞ୍ଜୀକରଣ କରିବାକୁ ପଡିବ। ଯଦି ସେମାନେ ଏହା କରିବାରେ ବିଫଳ ହୁଅନ୍ତି, ତେବେ…
Read More...