ପ୍ରଥମ ବିଶ୍ୱ ଓଡଆ ଭାଷା ସମ୍ମିଳନୀରେ ବିଶିଷ୍ଟ ଭାଷା ବିତ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ମାନିତ କରିଛନ୍ତି…
ଭୁବନେଶ୍ୱର: ଆଜି ଠାରୁ ଆରମ୍ଭ ହୋଇଛି ବିଶ୍ୱ ଓଡଆ ଭାଷା ସମ୍ମିଳନୀ । ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସମସ୍ତେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ମାତୃଭାଷା ଓଡିଆର ପ୍ରଚାର, ପ୍ରସାର ଓ ବିକାଶ ପାଇଁ ରାଜ୍ୟ ସରକରା ଐତିହାସିକ…
Read More...
Read More...