ସମ୍ବଲପୁରରେ ୨୫ଟି ନୂଆ ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Electric Bus: ସମ୍ବଲପୁର ବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି। ସମ୍ବଲପୁରରେ ସମୁଦାୟ…
Read More...
Read More...