କୋରାପୁଟ ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ
କୋରାପୁଟ/ସୁନ୍ଦର କୁମାର ପାଣି : କୋରାପୁଟ ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ | କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର, ନାରାୟଣପାଟଣା, ବନ୍ଧୁଗାଁ, କାକିରିଗୁମ୍ମା, ଦାମନଯୋଡି ଆଦି ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩. ୮ ବୋଲି ସୂଚନା ମିଳିଛି। ୩ ରୁ ୪…
Read More...
Read More...