ଭୂମିକମ୍ପରେ ଥରିଲା ଉତ୍ତର ଭାରତ
ନୂଆଦିଲ୍ଲୀ : ଆସନ୍ତାକାଲି ସନ୍ଧ୍ୟା ସମୟରେ ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ହୋଇଛି । ଜାମୁ-କାଶ୍ମୀର ସମେତ ଉତ୍ତର ଭାରତର କିଛି ସ୍ଥାନରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲର ଭୂମିକମ୍ପର ତୀବ୍ରତା ୫.୯ ରେକର୍ଡ କରାଯାଇଛି । ଭୂମିକମ୍ପର କେନ୍ଦ୍ର ଆଫଗାନିସ୍ତାନର ହିନ୍ଦକୁଶ ପର୍ବତମାଳା…
Read More...
Read More...