ଜାପାନର ମଧ୍ୟ ଭାଗରେ ୫.୯ ତୀବ୍ରତାର ଭୂମିକମ୍ପ ଅନୁଭୂତ
ଆଜି ଜାପାନର ମଧ୍ୟ ଭାଗରେ ୫.୯ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । କିନ୍ତୁ ସୁନାମି ସତର୍କ ସୂଚନା ନାହିଁ ବୋଲି ଜାପାନ ପାଣିପାଗ ବିଭାଗ (ଜେଏମ୍ଏ) କହିଛି। ସ୍ଥାନୀୟ ସମୟ ସକାଳ ୬ଟା ୩୧ ମିନିଟରେ ଆସିଥିବା ଏହି ଗଭୀର ଝଟକା ନୋଟୋ ଉପଦ୍ୱୀପରେ କେନ୍ଦ୍ରୀଭୂତ ହୋଇଥିବା ଜଣାପଡିଛି । ପ୍ରଥମ…
Read More...
Read More...