Browsing Tag

Election Commission

ନିର୍ବାଚନ ତାରିଖ ଘୋଷଣା ପରେ ପଶ୍ଚିମବଙ୍ଗରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ

West Bengal: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପରେ Election Commission of India ସକ୍ରିୟ ହୋଇଯାଇଛି। ତାରିଖ ଘୋଷଣା ହେବାର କେବଳ ଦିନକ ମଧ୍ୟରେ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ପଶ୍ଚିମବଙ୍ଗର ମୁଖ୍ୟ ସଚିବ ଓ ଗୃହ ସଚିବଙ୍କୁ ବଦଳି କରିବା ପରେ…
Read More...

ଏପ୍ରିଲ ୧ରୁ ଓଡ଼ିଶାରେ ଭୋଟର ତାଲିକାର ସ୍ପେଶାଲ୍ ଇଣ୍ଟେନ୍ସିଭ ରିଭିଜନ (SIR) ଆରମ୍ଭ

ଭୁବନେଶ୍ଵର: ଓଡ଼ିଶାରେ ଭୋଟର ତାଲିକାକୁ ସ୍ୱଚ୍ଛ ଏବଂ ତ୍ରୁଟିଶୂନ୍ୟ କରିବା ପାଇଁ ଆସନ୍ତା ଏପ୍ରିଲ ୧ ତାରିଖରୁ ସ୍ପେଶାଲ୍ ଇଣ୍ଟେନ୍ସିଭ ରିଭିଜନ (SIR) ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ R. S. Gopalan ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ…
Read More...

ରାଜ୍ୟରେ ଏପ୍ରିଲ୍‌ ୧ରୁ ଆରମ୍ଭ ହେବ SIR, ଜାରି ରହିଛି ମ୍ୟାପିଂ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ଏପ୍ରିଲ୍‌ ୧ ତାରିଖରୁ ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ (SIR) ପ୍ରକ୍ରିୟା ଆରମ୍ଭ ହେବ ବୋଲି Election Commission of India ପକ୍ଷରୁ ସୂଚନା ମିଳିଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌. ସନ୍ଥଗୋପାଳନ କହିଛନ୍ତି ଯେ ଏହା ପାଇଁ ପ୍ରସ୍ତୁତି…
Read More...

ରାହୁଲ ଗାନ୍ଧୀ ଓ କଂଗ୍ରେସ ବିରୋଧରେ ଚିଠି ଜାରି କଲେ ପୂର୍ବତନ ବିଚାରପତି

ଦେଶର ୨୭୨ ଜଣ ପ୍ରମୁଖ ନାଗରିକ, ଯେଉଁଥିରେ ୧୬ ଜଣ ପୂର୍ବତନ ବିଚାରପତି, ୧୨୩ ଜଣ ଅବସରପ୍ରାପ୍ତ ଅମଲା ଏବଂ ୧୩୩ ଜଣ ଅବସରପ୍ରାପ୍ତ ସାମରିକ ଅଧିକାରୀ ସାମିଲ ଅଛନ୍ତି, ଏକ ଚିଠି ଜାରି କରି ବିରୋଧୀ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ସାମ୍ବିଧାନିକ ପ୍ରତିଷ୍ଠାନଗୁଡ଼ିକୁ ଟାର୍ଗେଟ କରୁଥିବା…
Read More...

ଆସନ୍ତା ମାସରୁ ଓଡ଼ିଶାରେ ଆରମ୍ଭ ହେବ ସ୍ପେଶାଲ୍‌ ଇଣ୍ଟେନସିଭ୍‌ ରିଭିଜନ୍‌

ଭୂବନେଶ୍ଵର: ଆସନ୍ତା ମାସରୁ ଓଡ଼ିଶାରେ SIR ଆରମ୍ଭ ହେବ । ବିହାରରେ ଏସଆଇଆର କାର୍ଯ୍ୟକାରୀକୁ ନେଇ ବିବାଦ ଲାଗି ରହିଥିବାବେଳେ ଓଡ଼ିଶାରେ ଏହାକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ ଆୟୋଗ । ଦୀର୍ଘ୨୪ ବର୍ଷ ପରେ ଓଡ଼ିଶାରେ ଆରମ୍ଭ ହେବ SIR (ସ୍ପେଶାଲ୍‌ ଇଣ୍ଟେନସିଭ୍‌…
Read More...

ମୁଖ୍ୟ ନିର୍ବାଚନ ଆୟୋଗଙ୍କୁ ମିଳିଲା ଜେଡ୍ କାଟାଗୋରୀ ସୁରକ୍ଷା

ନୂଆଦିଲ୍ଲୀ: ରାଜୀବ କୁମାରଙ୍କୁ ‘ଜେଡ୍’ ସୁରକ୍ଷା । ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାରଙ୍କୁ ଏବେଠାରୁ ଜେଡ୍ କାଟାଗୋରୀ ସୁରକ୍ଷା ମିଳିବ । କେନ୍ଦ୍ର ଗୃହମନ୍ତ୍ରଣାଳୟ ତରଫରୁ ଏନେଇ ସମସ୍ତ ବ୍ୟବସ୍ଥା କରାଯାଇଛି । ଗୃହମନ୍ତ୍ରଣାଳୟର ସୂତ୍ର ସୂଚନା ମୁତାବକ ଇଣ୍ଟେଲିଜେନ୍ସ ବ୍ୟୁରୋ ବା ଆଇବି…
Read More...

ରାଜ୍ୟରେ ଦୁଇ ଏସପିଙ୍କ ନିଯୁକ୍ତିକୁ ଅନୁମତି ଦେଇଛନ୍ତ ନିର୍ବାଚନ କମିଶନ

ଭୁବନେଶ୍ୱର: ଦୁଇ ଏସପିଙ୍କ ନୂଆ ନିଯୁକ୍ତି ମିଳିଛି । ନିର୍ବାଚନ କମିଶନ ରାଜ୍ୟରେ ଦୁଇ ଏସପିଙ୍କ ନିଯୁକ୍ତିକୁ ଅନୁମତି ଦେଇଛନ୍ତି । ଏଥି ଅନୁଯାୟୀ , ସାର୍ଥକ ଷଡଙ୍ଗୀଙ୍କୁ ବ୍ରହ୍ମପୁର ଏସପି ଭାବେ ନିଯୁକ୍ତି ମିଳିଛି । ସେହିଭଳି ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ଏସପି ଭାବେ ନିଯୁକ୍ତି ମିଳିଛି ।…
Read More...

ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ

ନୂଆଦିଲ୍ଲୀ: ନିର୍ବାଚନ କମିଶନ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏପ୍ରିଲ୧୯ରୁ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ । ଜୁନ ୪ ତାରିଖରେ ଭୋଟ ଗଣତି ହେବ । ତେବେ ଲୋକ ସଭା ନିର୍ବାଚନ ୭ଟି ପର୍ଯ୍ୟାୟରେ ହେବ । ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ ତାରିଖରେ ହୋବାକୁ ଥିବା…
Read More...

ଦେଶରେ ୫ଟି ରାଜ୍ୟର ନିର୍ବଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ: ଘୋଷଣା ହୋଇଛି ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ । ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନ, ତେଲେଙ୍ଗାନା ଏବଂ ମିଜୋରାମର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ନଭେମ୍ବର ୭ ତାରିଖରେ ମିଜୋରାମ , ସେହିପରି ନଭେମ୍ବର ୭ ଏବଂ ୧୭ତାରିଖରେ…
Read More...