ବ୍ରହ୍ମପୁରରେ ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ
ବ୍ରହ୍ମପୁର: ବ୍ରହ୍ମପୁରରେ ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ । କବିସୂର୍ଯ୍ୟନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ । ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୋଲିସ୍ର ଏନ୍କାଉଣ୍ଟର । ଆହତ ଅବସ୍ଥାରେ ସୁନୀଲ ନାହକକୁ ବ୍ରହ୍ମପୁର ଏମ୍କେସିଜିରେ ଭର୍ତ୍ତି କରାଯାଇଛି ।…
Read More...
Read More...