ରଜୌରୀରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ନୂଆଦିଲ୍ଲୀ: ଜମ୍ମୁକାଶ୍ମୀର ରଜୌରୀରେ ଏନକାଉଣ୍ଟର । ଜଣେ ଆତଙ୍କୀ ନିପାତ । ଅପରେସନ ସମୟରେ ଜଣେ ଯବାନ ସହିଦ ହୋଇଥିବା ସୂଚନା ରହିଛି । ଏଥିସହ ୩ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୬ବର୍ଷର ସେନା କୁକୁର ‘କେଣ୍ଟ’ର ଜୀବନ ଚାଲିଯାଇଛି । ଗତକାଲି ରଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ଆତଙ୍କ…
Read More...
Read More...