ୟୁରୋପର ଅନେକ ଅଞ୍ଚଳରେ ଅଚାନକ ବ୍ଲାକଆଉଟ୍
ବ୍ୟୁରୋ-: ଅନ୍ଧାରରେ ଅଧା ୟୁରୋପ । ୟୁରୋପର ଅନେକ ଅଞ୍ଚଳରେ ଅଚାନକ ବ୍ଲାକଆଉଟ୍ ହେବା ନେଇ ଖବର ଆସିଛି । ୟୁରୋପୀୟ ଦେଶ ସ୍ପେନ ଏବଂ ପର୍ତ୍ତୁଗାଲରେ ବଡ଼ ଧରଣର ବିଦ୍ୟୁତ କାଟ ହୋଇଥିବା ରିପୋର୍ଟ ମିଳିଛି ।
ସ୍ପେନ, ପର୍ତ୍ତୁଗାଲ ଏବଂ ଫ୍ରାନ୍ସର କିଛି ଅଂଶରେ ଏକ ବିଶାଳ ବିଦ୍ୟୁତ୍ ବିଭ୍ରାଟ…
Read More...
Read More...