ସରଣ୍ଡା ଜଙ୍ଗଲରୁ ପ୍ରାୟ ୭୦୦ କେଜି ବିସ୍ଫୋରକ ଜବତ
ରାଉରକେଲା-: ପୁଣି ମିଳିଲା ବିସ୍ଫୋରକ । ସରଣ୍ଡା ଜଙ୍ଗଲରୁ ପ୍ରାୟ ୭୦୦ କେଜି ବିସ୍ଫୋରକ ଜବତ । କୁମ୍ବିଂ ଅପରେସନ ବେଳେ ବିସ୍ଫୋରକ ଉଦ୍ଧାର କଲା ସୁରକ୍ଷା ବାହିନୀ । ଗତ ୨୭ ତାରିଖରେ ୪ ଟନରୁ ଅଧିକ ବିସ୍ଫୋରକ ଲୁଟ୍ ହୋଇଥିଲା । କେ.ବଲାଙ୍ଗ ବାଙ୍କୋ ଖଣିକୁ ଟ୍ରକରେ ୪ ଟନରୁ ଅଧିକ ବିସ୍ଫୋରକ…
Read More...
Read More...