ପ୍ରଥମ ମହିଳା ବାଚସ୍ପତି ଭାବେ ଦାୟିତ୍ୱ ନେଲେ ପ୍ରମିଳା ମଲ୍ଲିକ | ଇତିହାସ ରଚିଲା ଓଡ଼ିଶା ବିଧାନସଭା
ଭୁବନେଶ୍ୱର : ଇତିହାସ ରଚିଲା ଓଡ଼ିଶା ବିଧାନସଭା | ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ପ୍ରମିଳା ମଲ୍ଲିକ ହେଲେ ପ୍ରଥମ ମହିଳା ବାଚସ୍ପତି । ବିଧିବଦ୍ଧ ଭାବେ ଦାୟିତ୍ୱ ନେଲେ ପ୍ରମିଳା । ବାଚସ୍ପତି ଭାବେ ପ୍ରମିଳା ଦାୟିତ୍ୱ ନେବା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ…
Read More...
Read More...