Browsing Tag

Flag Hosting

ସାଧାରଣତନ୍ତ୍ର ଦିବସ: କିଏ କେଉଁଠି କରିବେ ପତାକା ଉତ୍ତୋଳନ?

ଭୁବନେଶ୍ଵର: ଆସନ୍ତା ଜାନୁଅରୀ ୨୬ ଅର୍ଥାତ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୧୬ ଜଣ ମନ୍ତ୍ରୀ ୧୬ଟି ଜିଲ୍ଲାର ସଦର ମହକୁମାରେ, ୩ଟି ସ୍ଥାନରେ ଆରଡିସି ଏବଂ ୧୩ଟି ଜିଲ୍ଲାରେ ସ୍ଥାନୀୟ ଜିଲ୍ଲାପାଳ…
Read More...