Browsing Tag

flood

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା, ବିପଦ ସଙ୍କେତ ଉପରେ ବୈତରଣୀ, ସୁବର୍ଣ୍ଣରେଖା

ସମ୍ୱଲପୁର: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଫୁଲୁଛି ନଦୀ ନାଳ । ସେପଟେ ହୀରାକୁଦ ଜଳଭଣ୍ଡାରର ୮ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାପାଣି । ହୀରାକୁଦ ଡ୍ୟାମର ବାମ ପାର୍ଶ୍ବର ୫ ଓ ଡାହାଣ ପାର୍ଶ୍ବର ୩ଟି ଗେଟ୍‌ ଖୋଲା ଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୨୧ ଫୁଟ୍…
Read More...

ପ୍ରବଳ ବର୍ଷାରେ ଫୁଲୁଛି ନଦୀ ନାଳ, ବିପଦ ସଂକେତ ଟପିଲା ବୈତରଣୀ

ଭଦ୍ରକ: ଗତକାଲିଠାରୁ ପ୍ରବଳ ବର୍ଷା ଫଳରେ ଫୁଲୁଛି ନଦୀ ନାଳ । ବିପଦ ସଂକେତ ଟପିଲା ବୈତରଣୀ ନଦୀର ଜଳସ୍ତର । ଆଖୁଆପଦା ଠାରେ ବିପଦ ସଂକେତ ୧୮.୩୩ ମି. ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୮.୪୨ ମି. ରହିଛି । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଥିବା ନେଇ ସୂଚନା ମିଳିଛି ।…
Read More...

ବିପଦ ସଙ୍କେତ ଉପରେ ବୈତରଣୀ, ଜଳକା ଓ ସୁବର୍ଣ୍ଣରେଖାରେ ବନ୍ୟା

ଭଦ୍ରକ: ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୈତରଣୀ ଓ ଜଳକା ନଦୀର ଜଳସ୍ତର ବଢ଼ୁଛି। ଏପଟେ ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ ପ୍ରବାହିତ ହେଉଛି । ଆଖୁଆପଦାଠାରେ ୧୮.୯୦ ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକର ଅନେକ ଗାଁ ପାଣିଘେରରେ…
Read More...

ପ୍ରବଳ ବର୍ଷାରେ ବେହାଲ ଓଡିଶା, ବିପଦ ସଙ୍କେତ ଉପରେ ସବୁ ନଦୀ!

ଭଦ୍ରକ: ଭଦ୍ରକ ଆଖୁଆପଦାରେ ବିପଦ ସଂକେତ ଛୁଇଁଲା ବୈତରଣୀ । ବିପଦ ସଂକେତ ୧୮.୩୩ ମିଟର ଛୁଇଁଲା ବୈତରଣୀ । ଜଳସ୍ତର ବଢ଼ୁଥିବାରୁ ବନ୍ୟା ନେଇ ସତର୍କ କରାଇଲେ ଜିଲ୍ଲାପାଳ । ଚାନ୍ଦବାଲି ଓ ଧାମନଗର ବେଶୀ ପ୍ରଭାବିତ ହେବା ନେଇ ଆଶଙ୍କା ରହିଛି । ଭଣ୍ଡାରୀପୋଖରୀ ଆଂଶିକ ପ୍ରଭାବିତ ହେବା ନେଇ…
Read More...

ମାଲକାନଗିରି ଜିଲ୍ଲା କାଲିମେଳାର କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି

ମାଲକାନଗିରି-: ଲଗାଣ ବର୍ଷାରେ ବୁଡ଼ିଲା ପୋଲ । କାଲିମେଳା କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି । କାଲିମେଳାରୁ ପଡିଆ ଅଞ୍ଚଳକୁ ଯାତାୟାତ ଠପ ହୋଇଯାଇଛି । ମାଲକାନଗିରି ଜିଲ୍ଲା କାଲିମେଳାର କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛି । ଫଳରେ ଜିଲ୍ଲା ବାହ୍ୟ ଜଗତରୁ ବିଚ୍ଛିନ୍ନ…
Read More...

ହୀରାକୁଦର ୧୬ଟି ଗେଟ୍ ଖୋଲା, ନାହିଁ ବନ୍ୟା ଭୟ

କଟକ: ବନ୍ଦ ହୋଇଛି ହୀରାକୁଦର ୪ ଟି ଗେଟ୍ । ଉପରମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ହୀରାକୁଦର ୪ ଟି ଗେଟ୍ ବନ୍ଦ କରିଛନ୍ତି କତ୍ତୃପକ୍ଷ । ଏବେ ହୀରାକୁଦର ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା ଅଛି । ୧୬ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି । ହୀରାକୁଦ ଡ୍ୟାମର ବାମପଟେ ୧୧ ଗେଟ୍‌ ଏବଂ…
Read More...

ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀ ବନ୍ୟାଜଳ

ନରସିଂହପୁର: କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ। ମହାନଦୀର ପ୍ରଥମ ବନ୍ୟା ପାଣି ମନ୍ଦିର ବେଢ଼ା ଡେଇଁଲା । ହୀରାକୁଦ ଜଳଭଣ୍ଡାରରେ ୨୦ଟି ଖୋଲାଥିବା ବେଳେ ଗତ କିଛି ଦିନର ଲଗାଣ ବର୍ଷା ହେତୁ ମନ୍ଦିର ବେଢାରେ ବନ୍ୟାଜଳ…
Read More...

ଉପର ମୁଣ୍ଡରେ ପ୍ରବଳ ବର୍ଷା, ହୀରାକୁଦର ୨୦ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ଏବେ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ୬୦୯.୭୯ ଫୁଟ୍‌ ରହିଥିବା ବେଳେ ହୀରାକୁଦକୁ ପ୍ରବେଶ କରୁଛି ୩ ଲକ୍ଷ ୪୨ ହଜାର ୪୫୩ କ୍ୟୁସେକ ଜଳ । ସେହିପରି ନିଷ୍କାସନ ହେଉଛି ୩ ଲକ୍ଷ ୩୫ ହଜାର ୬୪୯ କ୍ୟୁସେକ ଜଳ ।…
Read More...

ବନ୍ୟା ଆଁରେ ବିଶ୍ଵର ସବୁଠୁ ଧନୀ ଦେଶ, ଗଲାଣି ୨୪ ଜଣଙ୍କ ଜୀବନ

ନୂଆଦିଲ୍ଲୀ: ଆମେରିକାର ଟେକ୍ସାସ ରାଜ୍ୟର ହିଲ୍ କଣ୍ଟ୍ରି ଅଞ୍ଚଳରେ ତାଣ୍ଡବ ରଚିଛି ବର୍ଷା । ମାତ୍ର କିଛି ଘଣ୍ଟା ମଧ୍ୟରେ ଗୋଟେ ମାସକର ବର୍ଷା ହୋଇଛି । ଫଳରେ ଗୁଆଡାଲୁପ୍ ନଦୀରେ ପ୍ରବଳ ବନ୍ୟା ଆସିଛି। ବନ୍ୟା ଯୋଗୁଁ ପ୍ରାୟ ୨୪ ଜଣ ପ୍ରାଣ ହରାଇଥିବା ବେଳେ ଏକାଧିକ ଲୋକ ନିଖୋଜ ହୋଇଯାଇଛନ୍ତି।…
Read More...

ବନ୍ୟା ଓ ଭୂସ୍ଖଳନରେ ବେହାଲ ଉତ୍ତର ଭାରତ

ନୂଆଦିଲ୍ଲୀ: ଉତ୍ତର ଭାରତରେ ପ୍ରକୃତିର ଭୟଙ୍କର ରୂପ । ବର୍ଷା ଆଣିଛି ବନ୍ୟା । ଦିଲ୍ଲୀଠାରୁ ଆରମ୍ଭ କରି ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ହରିଆଣା, ପଞ୍ଜାବ, ରାଜସ୍ଥାନ ଓ ଜମ୍ମୁ କାଶ୍ମୀରର ଅଧିକାଂଶ ଅଞ୍ଚଳରେ ଜଳପ୍ରଳୟ ସୃଷ୍ଟି ହୋଇଛି । ହିମାଚଳ ଓ ଉତ୍ତରାଖଣ୍ଡରେ ବର୍ଷାର ତାଣ୍ଡବ । ଭୟଙ୍କର…
Read More...